ଜୁନ୍ ୧୬ରୁ ପର୍ଯ୍ୟଟକଙ୍କ ଲାଗି ବନ୍ଦ ରହିବ ଶିମିଳିପାଳ ଅଭୟାରଣ୍ୟ
ଭୁବନେଶ୍ୱର : ମୟୂରଭଞ୍ଜ ଜିଲ୍ଲାସ୍ଥିତ ଶିମିଳିପାଳ ଜାତୀୟ ଅଭୟାରଣ୍ୟ ଚଳିତ ବର୍ଷ ଜୁନ୍ ୧୬ ତାରିଖରୁ ପର୍ଯ୍ୟଟକଙ୍କ ଲାଗି ବନ୍ଦ ରହିବ ।
ଏନେଇ ବନବିଭାଗ ପକ୍ଷରୁ ଏକ ନୋଟିସ୍ ଜାରି କରାଯାଇଛି । ବର୍ଷା ଋତୁକୁ ଦୃଷ୍ଟିରେ ରଖି ବିଭାଗ ପକ୍ଷରୁ ଚଳିତ ଥର ପିଠାବଟା ରେଞ୍ଜ ଅନ୍ତର୍ଗତ ଲୁଲୁଙ୍ଗ ଓ…