ନନ୍ଦିନୀ ଶତପଥୀ
ନନ୍ଦିନୀ ଶତପଥୀ
(୧୯୩୧-୨୦୦୬)
କ୍ଷେତ୍ର: ରାଜନୀତି (ପ୍ରଥମ ମହିଳା ମୁଖ୍ୟମନ୍ତ୍ରୀ)
‘ଉତ୍କଳ ଦିବସ’କୁ ସରକାରୀ ସ୍ତରରେ ପ୍ରଥମେ ପାଳନ କରାଇଥିବା ଚର୍ଚ୍ଚିତ ରାଜନେତ୍ରୀ ଓ ଲେଖିକା ନନ୍ଦିନୀ ଶତପଥୀ ଥିଲେ ଓଡ଼ିଶାର ପ୍ରଥମ ମହିଳା ମୁଖ୍ୟମନ୍ତ୍ରୀ । ୧୯୩୧ ମସିହା ଜୁନ୍ ୯ ତାରିଖରେ କଟକର…