କଟକରୁ ଜବତ ହେଲା ୩୬ କିଲୋର ଗଞ୍ଜେଇ, ୨ ଗିରଫ
କଟକ : କଟକ ଜିଲ୍ଲାର ବାଦାମବାଡି ଛକ ନିକଟରେ ଶନିବାର ଦିନ ଅବକାରୀ ବିଭାଗ ପ୍ରାୟ ୩୬ କିଲୋଗ୍ରାମର ଗଞ୍ଜେଇ ଜବତ କରିବା ସହ ୨ ଜଣଙ୍କୁ ଗିରଫ କରିଛି ।
ମିଳିଥିବା ସୂଚନାନୁଯାୟୀ ଅବକାରୀ ବିଭାଗ ପକ୍ଷରୁ ଚଢାଉ ପରେ ଏହି ବେଆଇନ୍ ପଣ୍ୟଦ୍ରବ୍ୟ ଗୁଡିକୁ ବାଦାମବାଡି ଅଞ୍ଚଳରୁ ଜବତ କରାଯାଇଛି ।…