ରାଜଧାନୀ ଏକ୍ସପ୍ରେସରେ ଅଗ୍ନିକାଣ୍ଡ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
ବାଲେଶ୍ୱର : ବାଲେଶ୍ୱର ଜିଲ୍ଲା ଖନ୍ତାପଡା ରେଲୱେ ଷ୍ଟେସନ୍ ନିକଟ ଅତାପୁର ଠାରେ ଶନିବାର ଦିନ ନୂଆଦିଲ୍ଲୀ- ଭୁବନେଶ୍ୱର ରାଜଧାନୀ ଏକ୍ସପ୍ରେସ ଟ୍ରେନରେ ନିଆଁ ଲାଗିଯିବାରୁ ଯାତ୍ରୀମାନେ ଭୟଭିତ ହୋଇପଡିଛନ୍ତି ।
ପ୍ରାପ୍ତ ସୂଚନାନୁଯାୟୀ ଏହି ଟ୍ରେନର ଏକ ବଗିରେ କୌଣସି କାରଣବଶତଃ ନିଆଁ…