ଗୋପବନ୍ଧୁ ଦାସ
ଗୋପବନ୍ଧୁ ଦାସ
(୧୮୭୭-୧୯୨୮)
କ୍ଷେତ୍ର: ସମାଜସେବା
ଉତ୍କଳମଣି ଗୋପବନ୍ଧୁ ଦାସ ଓଡ଼ିଆ ଜାତିର ଯୁଗପୁରୁଷ । ଏକାଧାରରେ ସେ ଥିଲେ ସମାଜସେବୀ, ଦେଶପ୍ରେମୀ, ରାଷ୍ଟ୍ରନୀତିଜ୍ଞ, ସଂସ୍କାରକ, ସାମ୍ବାଦିକ, ସୁଲେଖକ, କବି, ଶିକ୍ଷାବିତ୍ ଏବଂ ଆଇନଜ୍ଞ । ୧୮୭୭ ମସିହା ଅକ୍ଟୋବର ୯ ତାରିଖରେ ସେ…