Latest Odisha News

BREAKING NEWS

ଓଡିଶାରେ ୪ର୍ଥ ପର୍ଯ୍ୟାୟ ନିର୍ବାଚନ ଲାଗି ନାମାଙ୍କନ ଦାଖଲ ଆରମ୍ଭ

ଭୁବନେଶ୍ୱର : ଓଡିଶାର ୪ର୍ଥ ପର୍ଯ୍ୟାୟ ନିର୍ବାଚନରେ ୬ଟି ଲୋକସଭା ଓ ୪୨ ବିଧାନସଭା ଆସନ ପାଇଁ ନାମାଙ୍କନ ଦାଖଲ ପ୍ରକ୍ରିୟା ମଙ୍ଗଳବାର ଦିନ ଆରମ୍ଭ ହେବ ବୋଲି ଭାରତ ନିର୍ବାଚନ ଆୟୋଗ (ସିଇଓ) ଦ୍ୱାରା ବିଜ୍ଞପ୍ତି ପ୍ରକାଶ ପାଇଛି । ଏହି ଅଧିସୂଚନା ଅନୁଯାୟୀ, ନାମାଙ୍କନ ଦାଖଲ ପ୍ରକ୍ରିୟା…

ଖୋର୍ଦ୍ଧା: ରାଜନୈତିକ ଶତ୍ରୁତାରୁ ଗୁଳିକାଣ୍ଡ, ୨ ଗୁରୁତର ଆହତ

ଖୋର୍ଦ୍ଧା: ଖୋର୍ଦ୍ଧା ଜିଲ୍ଲା ଟାଙ୍ଗୀ ଥାନା ଅନ୍ତର୍ଗତ କନ୍ତଳାବାଇ ଗ୍ରାମରେ ଗୁଳିକାଣ୍ଡ ଘଟି ୨ଜଣ ବ୍ୟକ୍ତି ଗୁରୁତର ଭାବେ ଆହତ ହୋଇଛନ୍ତି । ରାଜନୈତିକ ଶତ୍ରୁତାକୁ କେନ୍ଦ୍ରକରି ଏହା ପ୍ରାକ୍ ନିର୍ବାଚନୀ ହିଂସା ବୋଲି ସନ୍ଦେହ ଉପୁଜିଛି । ପୋଲିସ ସୂତ୍ରରୁ ସୂଚନା ମିଳିଛି, ଶିବପ୍ରସାଦ…

ଆତ୍ମଜା

(ପ୍ରବୀଣା ମହାନ୍ତି ଆମ ସମୟର ଜଣେ ସମ୍ବେଦନଶୀଳ କଥାଶିଳ୍ପୀ । ତାଙ୍କ ଗଳ୍ପରେ ଆମେ ସମକାଳୀନ ସମୟ ଓ ସମାଜକୁ ବେଶ୍‍ କଳାତ୍ମକ ଢଙ୍ଗରେ ଭେଟିବାକୁ ପାଉ । ୨୦ ଫେବୃଆରୀ ୧୯୫୭ରେ ଜନ୍ମ ହେଇଥିବା ଶ୍ରୀମତୀ ମହାନ୍ତି ଗଳ୍ପ ଓ ଉପନ୍ୟାସ ବ୍ୟତୀତ ପିଲାଙ୍କ ପାଇଁ ଫିଚର୍ ମଧ୍ୟ ଲେଖନ୍ତି । ସ୍ୱାତୀ,…

ଭୁବନେଶ୍ୱରରେ ଯୌବନ

ଭାରତ ମାଝୀ (୧୯୭୨) ଯୁବପିଢ଼ିର ଏକମାତ୍ର କବି ଯିଏ ପାଣିକୁ ନିଆଁ, ନିଆଁକୁ ଆକାଶ, ଆକାଶକୁ ମାଟି, ମାଟିକୁ ପବନ କରି କବିତାକୁ ଘୋଷାଡ଼ି ଆଣିପାରନ୍ତି ଓ ଦେଇପାରନ୍ତି ସେମାନଙ୍କୁ ଅଭିନବ କାବ୍ୟିକ ଉପଲବ୍ଧି । ଚେହେରା ଓ ଚରିତ୍ରରେ ବୋହିମିଅନ୍‍, ଶବ୍ଦ ଓ ସଂଚାରଣରେ ବିକ୍ଷୁବ୍ଧ, ଭାବ ଓ…

କନ୍ଧମାଳ ହଳଦୀକୁ ମିଳିଲା ଜିଆଇ ମାନ୍ୟତା…

ଭୁବନେଶ୍ୱର: ପବିତ୍ର ଉତ୍କଳ ଦିବସ ଆଣିଦେଇଛି ଓଡ଼ିଶାବାସୀଙ୍କ ଲାଗି ଏକ ଖୁସିର ଖବର । ଓଡ଼ିଶାର କନ୍ଧମାଳ ହଳଦୀକୁ ମିଳିଛି ଜିଆଇ ମାନ୍ୟତା । ଆଦିବାସୀ ଅଧ୍ୟୁସିତ କନ୍ଧମାଳ ଜିଲ୍ଲାରେ ସାଧାରଣତଃ ଅତ୍ୟଧିକ ହଳଦୀ ଚାଷ କରାଯାଇଥାଏ, ଏହି ହଳଦୀର ଔଷଧୀୟ ଗୁଣ ଅଧିକମାତ୍ରାରେ ରହିଥାଏ । ଏହି…

ଉତ୍କଳ ଦିବସରେ ଭୋଟରଙ୍କୁ ଅମିତ ଶାହଙ୍କ ଆହ୍ୱାନ: ଓଡ଼ିଆ କହିପାରୁଥିବା ବ୍ୟକ୍ତିଙ୍କୁ ମୁଖ୍ୟମନ୍ତ୍ରୀ ଭାବେ ନିର୍ବାଚିତ…

ପାରଳାଖେମୁଣ୍ଡି : ଉତ୍କଳ ଦିବସ ଅବସରରେ ଓଡିଆ ମାନଙ୍କ ଗୌରବକୁ ଆହ୍ୱାନ କରି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ ଶାହା ରାଜ୍ୟରେ ଜଣେ ଓଡିଆ କହିପାରୁଥିବା ତଥା ଲୋକଙ୍କ ମନକଥା ବୁଝିପାରିଥିବା ବ୍ୟକ୍ତିଙ୍କୁ ମୁଖ୍ୟମନ୍ତ୍ରୀ ଭାବେ ବାଛିବା ପାଇଁ ସେ ନବରଙ୍ଗପୁର ଜିଲ୍ଲାର ଉମକୋଟ ଠାରେ ଆୟୋଜିତ…

ବିଜେଡ଼ିର ଆଉ ୯ଟି ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା, କଟକ ଲୋକସଭା ଆସନରେ ଲଢିବେ ଭର୍ତ୍ତୃହରି

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ତଥା ବିଜୁ ଜନତା ଦଳର ସଭାପତି ନବୀନ ପଟ୍ଟନାୟକ ସୋମବାର ଦିନ କଟକ ଲୋକସଭା ଆସନ ସମେତ ଆଉ ୯ଟି ବିଧାନସଭା ଆସନ ଲାଗି ପ୍ରାର୍ଥୀ ତାଲିକା ଘୋଷଣା କରିଛନ୍ତି । କଟକ ଲୋକସଭା ଆସନରୁ ବରିଷ୍ଠ ବିଜେଡ଼ି ନେତା ତଥା ସାଂସଦ ଭର୍ତ୍ତୃହରି ମହତାବ ନିର୍ବାଚନ ଲଢିବେ ବୋଲି ଦଳ…

କଂଗ୍ରେସ ସପ୍ତାହକ ମଧ୍ୟରେ ନିର୍ବାଚନୀ ଇସ୍ତାହାର ଘୋଷଣା କରିବ

ଭୁବନେଶ୍ୱର: କଂଗ୍ରେସ ଏପ୍ରିଲ୍ ପ୍ରଥମ ସପ୍ତାହ ମଧ୍ୟରେ ଦଳର ନିର୍ବାଚନୀ ଇସ୍ତାହାର ଘୋଷଣା କରିବ ବୋଲି ସୋମବାର ଦିନ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି (ଓପିସିସି) ସଭାପତି ନିରଞ୍ଜନ ପଟ୍ଟନାୟକ । ଗଣମାଧ୍ୟମକୁ ସୂଚନାଦେଇ ନିରଞ୍ଜନ କହିଛନ୍ତି, କଂଗ୍ରେସର…

ବିଜେଡ଼ିରୁ ଇସ୍ତଫା ଦେଲେ ମୋରଡ଼ା ବିଧାୟକ ପ୍ରବୀଣ ଭଞ୍ଜଦେଓ

ବାରିପଦା: ମୟୁରଭଞ୍ଜ ଜିଲ୍ଲା ଅନ୍ତର୍ଗତ ମୋରଡ଼ା ବିଧାନସଭା ବିଧାୟକ ତଥା ବରିଷ୍ଠ ବିଜେଡ଼ି ନେତା ପ୍ରବୀଣ ଚନ୍ଦ୍ର ଭଞ୍ଜଦେଓ ଦଳରୁ ଇସ୍ତଫା ପ୍ରଦାନ କରିଛନ୍ତି । ବିଧାୟକ ପ୍ରବୀଣ ଭଞ୍ଜଦେଓ ମୟୁରଭଞ୍ଜ ଜିଲ୍ଲା ସଭାପତି ଭାବେ ଦାୟିତ୍ୱ ନିର୍ବାହ କରୁଥିବା ସହିତ ସେ ୨୦୦୯ ମସିହାରୁ ୨ଥର ମୋରଡ଼ା…

ପବିତ୍ର ଉତ୍କଳ ଦିବସରେ ଓଡ଼ିଶାବାସୀଙ୍କୁ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା

ଭୁବନେଶ୍ୱର: ଆଜି ହେଉଛି ପବିତ୍ର ଉତ୍କଳ ଦିବସ । ଆଜିର ଦିନରେ ଓଡ଼ିଶା ପ୍ରଦେଶ ଗଠନ ହୋଇଥିଲା । ଭାରତର ପ୍ରଥମ ଭାଷା ଭିତ୍ତିକ ରାଜ୍ୟ ଭାବେ ୧୯୩୬ ମସିହା ଏପ୍ରିଲ ୧ ତାରିଖରେ ଓଡ଼ିଶା ସ୍ୱତନ୍ତ୍ର ପ୍ରଦେଶ ଗଠନ ହୋଇଥିଲା । ମହାନ ଓଡ଼ିଆ ଭାଷାକୁ ଲୁପ୍ତ କରିଦେବାକୁ ଯେଉଁପରି ଭାବେ ସେତେବେଳେ…