ବିଜେପୁର ବିଧାନସଭା ଆସନରୁ ନାମାଙ୍କନ ଦାଖଲ କଲେ ନବୀନ
ଭୁବନେଶ୍ୱର : ବରଗଡ ଲୋକସଭା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ବିଜେପୁର ବିଧାନସଭା ଆସନରୁ ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ଦିନ ନିଜ ନାମାଙ୍କନ ପତ୍ର ଦାଖଲ କରିଛନ୍ତି ।
ମୁଖ୍ୟମନ୍ତ୍ରୀ ପ୍ରାୟ ଦ୍ୱିପ୍ରହର ସମୟରେ ଏକ ବିମାନ ଯୋଗେ ପଦ୍ମପୁରର ସତିଭାତରେ…