ରାଜ୍ୟର ୧୦ଟି ଜିଲ୍ଲାରେ ଘଡଘଡି ସହ ପ୍ରବଳ ବର୍ଷା ଆଶଙ୍କା
ଭୁବନେଶ୍ୱର : ରାଜ୍ୟର ପ୍ରାୟ ୧୦ଟି ଜିଲ୍ଲାରେ ଘଡଘଡି ସହ ବର୍ଷା ହେବା ନେଇ ସୋମବାର ଦିନ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।
ସୁନ୍ଦରଗଡ଼, ମୟୂରଭଂଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଦେବଗଡ଼, ଅନୁଗୁଳ, ଝାରସୁଗୁଡ଼ା, ସମ୍ବଲପୁର ଓ ଯାଜପୁର ଜିଲ୍ଲାର…