Grievance Hearing: ମୁଖ୍ୟମନ୍ତ୍ରୀଙ୍କ ୧୫ତମ ପାଳି ଅଭିଯୋଗ ଶୁଣାଣି; ହେଇଛି ୯୬ ପ୍ରତିଶତ ଅଭିଯୋଗ ସମାଧାନ
ଭୁବନେଶ୍ୱର: ଆଜି ଥିଲା ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମର ୧୫ତମ ପାଳି। ଆଜି କେନ୍ଦୁଝରରୁ ସିଧାସଳଖ ଆସି ଭୁବନେଶ୍ୱର ୟୁନିଟ-୨ ଠାରେ ଅଭିଯୋଗ ଶୁଣାଣି ପ୍ରକୋଷ୍ଠରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଲୋକଙ୍କ ଅଭିଯୋଗ ଶୁଣିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ସହିତ ମନ୍ତ୍ରୀ ମଣ୍ଡଳର…