ସୋମବାର ଶିବରାତ୍ରୀ ଲାଗି ରାଜ୍ୟର ସମସ୍ତ ଶୈବପୀଠ ଚଳଚଞ୍ଚଳ
ଭୁବନେଶ୍ୱର: ସୋମବାର ଦିନ ମହାଶିବରାତ୍ରୀ ଉପଲକ୍ଷେ ରାଜ୍ୟର ସମସ୍ତ ପ୍ରସିଦ୍ଧ ଶୈବପୀଠଗୁଡ଼ିକ ଚଳଚଞ୍ଚଳ ହୋଇ ଉଠିଛି । ଦେବ ଦେବ ମହାଦେବଙ୍କ ଜ୍ୟୋର୍ତିଲିଙ୍ଗ ଦର୍ଶନ କରିବା ସହିତ ପୂଜାର୍ଚ୍ଚନା କରିବେ ଲକ୍ଷ ଲକ୍ଷ ଶ୍ରଦ୍ଧାଳୁ । ଏଥିଲାଗି ରାଜ୍ୟର ବଡ଼ ଶୈବପୀଠ ଗୁଡ଼ିକରେ ସମସ୍ତ ପ୍ରସ୍ତୁତି ସରିବା…