ପୁଲୱାମାରେ ସେନା ଓ ଆତଙ୍କବାଦୀ ମଧ୍ୟରେ ଗୁଳିବିନିମୟ, ୪ ଯବାନ ସହିଦ
ଶ୍ରୀନଗର : ଜମ୍ମୁ ଓ କାଶ୍ମୀରର ଦକ୍ଷିଣ କଶ୍ମୀର ଅନ୍ତର୍ଗତ ପୁଲୱାମା ଜିଲ୍ଲା ପିଙ୍ଗଲିନା ଠାରେ ସୋମବାର ଦିନ ସେନା ଓ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳିବିନିମୟ ହୋଇଛି।
ଏହି ଗୁଳିବିନିମୟରେ ଜଣେ ମେଜରଙ୍କ ସମେତ ୪ ଜଣ ଯବାନ ସହିଦ ହୋଇଥିବା ନେଇ ଏକ ଜାତୀୟ ଗଣମାଧ୍ୟମ ରିପୋର୍ଟରୁ ଜଣାପଡିଛି ।…