‘ଭାଲେଣ୍ଟାଇନ୍ ଡେ’: ରାଜଧାନୀରେ ବଜରଙ୍ଗ ଦଳ କର୍ମୀଙ୍କ ର୍ୟାଲି
ଭୁବନେଶ୍ୱର : ‘ଭାଲେଣ୍ଟାଇନ୍ ଡେ’କୁ ବିରୋଧ କରୁଥିବା ବଜରଙ୍ଗ ଦଳ ରାଜଧାନୀରେ ଗୁରୁବାର ଦିନ ସମାଲୋଚନା କରିବା ସହ ଏକ ର୍ୟାଲି ଆୟୋଜନ କରିଛନ୍ତି ।
ଆଜିର ଏହି ଦିନଟିକୁ ଅଧିକାଂଶ ଯୁବବର୍ଗର ପ୍ରେମୀ ଯୁଗଳ ‘ଭାଲେଣ୍ଟାଇନ୍ ଡେ’ ବା ପ୍ରେମ ଦିବସ ଭାବେ ପାଳନ କରୁଛନ୍ତି । ତେବେ ରାଜଧାନୀର…