ନ୍ୟୁଜିଲାଣ୍ଡ ବିପକ୍ଷରେ ଭାରତର ବ୍ୟାଟିଂ ବିପର୍ଯ୍ୟୟ, ମାତ୍ର ୯୨ ରନରେ ଅଲଆଉଟ
ହାମିଲଟନ: ଭାରତୀୟ ଦଳ ନ୍ୟୁଜିଲାଣ୍ଡ ବିପକ୍ଷରେ ଖେଳୁଥିବା ୪ର୍ଥ ଦିନିକିଆରେ ବ୍ୟାଟିଂ ବିପର୍ଯ୍ୟୟ ଘଟି ୩୦.୫ ଓଭରରେ ମାତ୍ର ୯୨ ରନ କରି ଅଲଆଉଟ ହୋଇଯାଇଛି । ତେବେ ଭାରତ ପୂର୍ବରୁ ୩ଟି ମ୍ୟାଚ ଜିତି ୩-୦ରେ ଶୃଙ୍ଖଳା ହାତେଇ ସାରିଛି ।
ନ୍ୟୁଜିଲାଣ୍ଡ ଟସରେ ଜିତି ଭାରତକୁ ପ୍ରଥମେ ବ୍ୟାଟିଂ…