ପଦ୍ମଶ୍ରୀ ସମ୍ମାନକୁ ପ୍ରତ୍ୟାଖ୍ୟାନ କଲେ ବିଶିଷ୍ଟ ଲେଖିକା ଗୀତା ମେହେଟ୍ଟା
ଭୁବନେଶ୍ୱର: ଓଡ଼ିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଭଉଣୀ ତଥା ବିଶିଷ୍ଟ ଲେଖିକା ଗୀତା ମେହେଟ୍ଟା ପଦ୍ମଶ୍ରୀ ସମ୍ମାନକୁ ପ୍ରତ୍ୟାଖ୍ୟାନ କରିଛନ୍ତି । ଏକ ପ୍ରେସ ବିବୃତିରେ ଶନିବାର ଦିନ ଲେଖିକା ଗୀତା ମେହେଟ୍ଟା ଏହି ସମ୍ମାନ ଗ୍ରହଣ କରିପାରିବେ ନାହିଁ ବୋଲି କେନ୍ଦ୍ର ସରକାରଙ୍କୁ…