ଘନ କୁହୁଡି: ରାଜ୍ୟର ଉପକୂଳବର୍ତ୍ତୀ ୯ଟି ଜିଲ୍ଲାକୁ ସତର୍କତା ଜାରି
ଭୁବନେଶ୍ୱର : ଉପକୂଳବର୍ତ୍ତୀ ଓଡିଶାର ପ୍ରାୟ ୯ଟି ଜିଲ୍ଲାରେ ଆସନ୍ତା ୨୪ ଘଣ୍ଟା ଯାଏଁ ଘନ କୁହୁଡି ଲାଗି ରହିବ ବୋଲି ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ପକ୍ଷରୁ ସତର୍କତା ଜାରି କରାଯାଇଛି ।
ମଙ୍ଗଳବାର ଦିନ ଗଣମାଧ୍ୟମକୁ ସୂଚନା ଦେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ରର…