ଦକ୍ଷିଣ ଆଫ୍ରିକା ରାଷ୍ଟ୍ରପତିଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ ମୋଦି
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ଦିନ ଜି-୨୦ ଶିଖର ସମ୍ମିଳନୀ ଅବସରରେ ଜୋହାନ୍ସବର୍ଗରେ ଦକ୍ଷିଣ ଆଫ୍ରିକାର ରାଷ୍ଟ୍ରପତି ସିରିଲ୍ ରାମାଫୋସାଙ୍କୁ ଭେଟିଛନ୍ତି।
ବୈଦେଶିକ ମନ୍ତ୍ରୀ ଡକ୍ଟର ଏସ୍. ଜୟଶଙ୍କର ମଧ୍ୟ ଏହି ବୈଠକରେ ଭାରତୀୟ ପ୍ରତିନିଧିମଣ୍ଡଳର ଅଂଶ ଥିଲେ। ବୈଠକ…