Latest Odisha News

BREAKING NEWS

ଆଜି ପବିତ୍ର ବଡଦିନ: ସମସ୍ତ ଚର୍ଚ୍ଚରେ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କୁ ଶ୍ରଦ୍ଧାଳୁଙ୍କ ପ୍ରାର୍ଥନା

ଭୁବନେଶ୍ୱର : ପ୍ରତିବର୍ଷ ଡିସେମ୍ବର ୨୫ ତାରିଖକୁ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଜନ୍ମ ଦିବସ ରୂପେ ପାଳନ କରାଯାଏ । ଆଜିର ଦିନରେ ଧରାବରଣ କରିଥିଲେ ପ୍ରଭୁ ଯୀଶୁ । ଏହି ଦିନରେ ପ୍ରଭୁଙ୍କ ଆଗମନ ହୋଇଥିବା ଯୋଗୁଁ ସାରା ବିଶ୍ୱରେ ବେଶ ଧୁମଧାମରେ ପାଳନ କରାଯାଇଥାଏ । ରାଜ୍ୟର ବିଭିନ୍ନ…

ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ବୈଦେହୀ ପଣ୍ଡା ଅସୁସ୍ଥ, ଚିକିତ୍ସା ଲାଗି ହସ୍ପିଟାଲରେ ଭର୍ତ୍ତି

ଭୁବନେଶ୍ୱର: ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ବୈଦେହୀ ପଣ୍ଡା ସୋମବାର ଦିନ ଗୁରୁତର ଭାବେ ଅସୁସ୍ଥ ହୋଇପଡ଼ିଛନ୍ତି । ତାଙ୍କୁ ତୁରନ୍ତ ଚିକିତ୍ସା ଲାଗି ଭୁବନେଶ୍ୱରର ଏକ ହସ୍ପିଟାଲରେ ଭର୍ତ୍ତ କରାଯାଇଛି । ସ୍ୱାଧୀନତା ସଂଗ୍ରାମୀ ବୈଦେହୀ ପଣ୍ଡା ଆଚାର୍ଯ୍ୟ ବିନୋବା ଭାବେଙ୍କ ପାଇଲଟ୍ ଭାବେ…

କଟକ: ସିଡିଏ ଅଞ୍ଚଳରେ ହାତୀ ଆତଙ୍କ

କଟକ : କଟକ ସ୍ଥିତ ସିଡିଏ ଅଞ୍ଚଳ ରେ ସୋମବାର ସକାଳୁ ହାତୀ ବୁଲୁଥିବା ନେଇ ଦେଖିବାକୁ ମିଳିଛି । ଏହାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଭୟର ବାତାବରଣ ଖେଳି ଯାଇଛି ।  ମିଳିଥିବା ସୂଚନା ଅନୁଯାୟୀ ଆଜି ସକାଳୁ ସିଡିଏ ସେକ୍ଟର ୮ ଓ ୯ ଅଞ୍ଚଳରେ ହାତୀଟି ବୁଲୁଥିବା ନେଇ ସ୍ଥାନୀୟ ବାସିନ୍ଦାମାନେ…

କେନ୍ଦ୍ର ସରକାରଙ୍କ ସମସ୍ତ ପ୍ରକଳ୍ପ ଲାଗି ଓଡିଶା ସହଯୋଗ କରିବ: ନବୀନ

ଭୁବନେଶ୍ୱର : କେନ୍ଦ୍ର ସରକାରଙ୍କ ସମସ୍ତ ଯୋଜନାକୁ ଠିକ୍ ସମୟରେ ପୂରଣ କରିବାକୁ ରାଜ୍ୟ ସରକାର ସମସ୍ତ ପ୍ରକାର ସହାୟତା ପ୍ରଦାନ କରିବେ ବୋଲି ସୋମବାର ଦିନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି । ପାଇକ ବିଦ୍ରୋହର ମହାନାୟକଙ୍କ ୨ଶହ ବର୍ଷ ପୂର୍ତ୍ତି ଉପଲକ୍ଷେ ଏସମ୍ପର୍କିତ ଏକ…

ପ୍ରଧାନମନ୍ତ୍ରୀ ମୋଦି ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ କରି ଆଇଆଇଟି ଭୁବନେଶ୍ୱରକୁ ଜାତି ଉଦ୍ଦେଶ୍ୟରେ ଲୋକାର୍ପିତ କଲେ

ଭୁବନେଶ୍ୱର : ପ୍ରଧାନମନ୍ତ୍ରୀ ମୋଦି ଆଜି ଓଡିଶା ସରକାରଙ୍କ ଉଦ୍ଦେଶ୍ୟରେ ପ୍ରଶଂସା କରି କହିଛନ୍ତି “ ପୂର୍ବ ଭାରତର ଅଭିବୃଦ୍ଧି ଲାଗି କେନ୍ଦ୍ର ସରକାର ଓ ଓଡିଶା ସରକାରଙ୍କ ସହଯୋଗରେ ବିକାଶ କାର୍ଯ୍ୟ ତ୍ୱରାନ୍ୱିତ ହୋଇ ଏକ ଇତିହାସ ସୃଷ୍ଟି ହୋଇଛି” । ସେ ଆହୁରିମଧ୍ୟ କହିଛନ୍ତି “ସବକା ସାଥ…

ବାଜପେୟୀଙ୍କ ସମ୍ମାନରେ ପ୍ରଧାନମନ୍ତ୍ରୀ ମୋଦି ଉନ୍ମୋଚନ କଲେ ୧୦୦ ଟଙ୍କିଆ ସ୍ମାରକୀ ମୁଦ୍ରା

ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସୋମବାର ଦିନ ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ବିଜେପିର ବରିଷ୍ଠ ନେତା ସ୍ୱର୍ଗତଃ ଅଟଳ ବିହାରୀ ବାଜପେୟୀଙ୍କ ସମ୍ମାନରେ ୧୦୦ ଟଙ୍କିଆ ମୁଦ୍ରା ଉନ୍ମୋଚନ କରିଛନ୍ତି । ଏହି ଅବସରରେ ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି “ ଅଟଳ ଜୀ ଏବେ ଆମ ଗହଣରେ…

ଭୁବନେଶ୍ୱରରେ ପହଞ୍ଚିଲେ ନରେନ୍ଦ୍ର ମୋଦି

ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ତାଙ୍କ ଦିନିକିଆ ଓଡ଼ିଶା ଗସ୍ତକ୍ରମରେ ଭୁବ ନେଶ୍ୱରରେ ପହଞ୍ଚିଛନ୍ତି । ପ୍ରଧାନମନ୍ତ୍ରୀ ମୋଦି ଭାରତୀୟ ବାୟୁସେନାର ଏକ ସ୍ୱତନ୍ତ୍ର ବିମାନରେ ଓଡ଼ିଶା ରାଜଧାନୀ ଭୁବନେଶ୍ୱରସ୍ଥ ବିଜୁ ପଟ୍ଟନାୟକ ଆନ୍ତର୍ଜାତୀକ ବିମାନ ବନ୍ଦରଠାରେ ପହଞ୍ଚିବା…

ସମ୍ବଲପୁର ବିଏସଇ ଅଫିସ ଅଗ୍ନିକାଣ୍ଡ ଘଟଣା: ମ୍ୟାଟ୍ରିକ୍ ପରିକ୍ଷାରେ କୌଣସି ପ୍ରତିବନ୍ଧକ ସୃଷ୍ଟି ହେବ ନାହିଁ

ସମ୍ବଲପୁର: ସମ୍ବଲପୁର ବିଏସଇ ଅଫିସରେ ଘଟିଥିବା ଅଗ୍ନିକାଣ୍ଡ ଯୋଗୁଁ ଆସନ୍ତା ବର୍ଷ ଫେବୃଆରୀ ମାସରେ ହେବାକୁ ଥିବା ବାର୍ଷିକ ମ୍ୟାଟ୍ରିକ୍ ପରୀକ୍ଷାରେ କୌଣସିି ପ୍ରତିବନ୍ଧକ ସୃଷ୍ଟି କରିବ ନାହିଁ ବୋଲି କଟକ ମୁଖ୍ୟ କାର୍ଯ୍ୟାଳୟର ଜଣେ ବରିଷ୍ଠ ଅଧିକାରୀ ସୂଚନା ପ୍ରଦାନ କରିଛନ୍ତି । ଏହି ଘଟଣା…

ମଳିପଡା ଯୁବତୀ ହତ୍ୟାକାଣ୍ଡ ଘଟଣା: ମୁଖ୍ୟ ଅଭିଯୁକ୍ତକୁ ଆଜି ପୋଲିସ ରିମାଣ୍ଡରେ ନେବ

ପୁରୀ : ପ୍ରେମିକାକୁ ହତ୍ୟା କରିବା ଅଭିଯୋଗରେ ମୁଖ୍ୟ ଆସାମୀ ଯୁଧିଷ୍ଠିର ସ୍ୱାଇଁଙ୍କୁ ସତ୍ୟବାଦୀ ଥାନା ପୋଲିସ ଆଜି ରିମାଣ୍ଡରେ ନେବେ । ଭୁବନେଶ୍ୱର ଉପକଣ୍ଠରେ ଥିବା ଚନ୍ଦକା ଥାନା ଅନ୍ତର୍ଗତ ମଳିପଡା ଗ୍ରାମର ଚନ୍ଦକା ଗତ ଜଙ୍ଗଲରୁ ଡିସେମ୍ବର ୨୦ ତାରିଖରେ ଏକ ମୁଣ୍ଡବିହୀନ ମୃତଦେହ ଉଦ୍ଧାର…

ଝାରସୁଗୁଡ଼ା: ହାତୀ ଆକ୍ରମଣରେ ମହିଳାଙ୍କ ମୃତ୍ୟୁ

ଝାରସୁଗୁଡ଼ା : ଝାରସୁଗୁଡ଼ା ଜିଲ୍ଲା ବ୍ରଜରାଜନଗର ଥାନା ଅନ୍ତର୍ଗତ ଭୋଇମୁଣ୍ଡା ନିକଟରେ ସୋମବାର ସକାଳୁ ହାତୀ ଆକ୍ରମଣରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ମିଳିଥିବା ସୂଚନା ଅନୁଯାୟୀ ଆଜି ସକାଳେ ଏକ ହାତୀ ଗ୍ରାମ ମଧ୍ୟକୁ ପଶି ଆସିଥିଲା । ହାତୀକୁ ଦେଖି ଗ୍ରାମବାସୀ ଆତଙ୍କିତ ହୋଇପଡିଥିବା…