‘ପିଥାଇ’ ଘୂର୍ଣ୍ଣିଝଡ଼ ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା
ଭୁବନେଶ୍ୱର: ଦକ୍ଷିଣ-ପୂର୍ବ ଓ ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ଅନୁଭୁତ ହୋଇଥିବା ‘ପିଥାଇ’ ଘୂର୍ଣ୍ଣିଝଡ଼ କ୍ରମେ ସିଭିୟର୍ ସାଇକ୍ଲୋନିକ୍ ଷ୍ଟର୍ମର ରୂପ ନେବାରେ ଲାଗିଛି । ‘ପିଥାଇ’ ଘୂର୍ଣ୍ଣିଝଡ଼ ପ୍ରଭାବ ଯୋଗୁଁ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଭାରତୀୟ ପାଣିପାଗ…