Dhaulli Case: ଧଉଳି ଗଣଦୁଷ୍କର୍ମ ମାମଲା: ପୁରୁଷ ବନ୍ଧୁ କଲେ ସାଙ୍ଘାତିକ ଖୁଲାସା
ଭୁବନେଶ୍ୱର: ସାରା ରାଜ୍ୟରେ ହଇଚଇ ଖେଳାଇଛି ଭୁବନେଶ୍ୱର ଧଉଳି ଅଞ୍ଚଳରେ ନାବାଳିକାଙ୍କୁ ଗଣଦୁଷ୍କର୍ମ ଘଟଣା । ମାମଲାରେ ୨ ଅଭିଯୁକ୍ତ ଗିରଫ ହୋଇଥିଲେ ବି, ଅନ୍ୟ ୩ ଜଣ ଫେରାର୍ ଅଛନ୍ତି। ରେଡ୍ଫ୍ଲାଗ ଅର୍ନ୍ତଭୁକ୍ତ ହୋଇଛି ଧଉଳି ଗଣଦୁଷ୍କର୍ମ। ମାମଲାର ଷ୍ଟାଟସ ରିପୋର୍ଟ ଡିଜିପିଙ୍କୁ ଜଣାଇବେ…