ନ୍ୟାସନାଲ ହେରାଲ୍ଡ ମାମଲାରେ ସୋନିଆ-ରାହୁଲ ଗାନ୍ଧୀଙ୍କୁ ଆଶ୍ୱସ୍ତି, କଂଗ୍ରେସ କହିଲା ସତ୍ୟର ବିଜୟ ହୋଇଛି..
ନୂଆଦିଲ୍ଲୀ: ନ୍ୟାସନାଲ ହେରାଲ୍ଡ ମାମଲାରେ ସୋନିଆ ଗାନ୍ଧୀ ଏବଂ ରାହୁଲ ଗାନ୍ଧୀଙ୍କୁ ଏକ ବଡ଼ ଆଶ୍ୱସ୍ତି ମିଳିଛି । ଦିଲ୍ଲୀର ଏକ କୋର୍ଟ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି)ର ଚାର୍ଜସିଟ୍ ଉପରେ ବିଚାର କରିବାକୁ ମନା କରିଦେଇଛନ୍ତି । ଏହି ନିଷ୍ପତ୍ତିକୁ ଗାନ୍ଧୀ ପରିବାର ପାଇଁ ଆଇନଗତ ଆଶ୍ୱସ୍ତି…