ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ‘ସିଓଲ ଶାନ୍ତି ପୁରସ୍କାର’ ଘୋଷଣା
ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ୨୦୧୮ ‘ସିଓଲ ଶାନ୍ତି ପୁରସ୍କାର’ରେ ସମ୍ମାନିତ କରାଯିବା ନେଇ ସିଓଲ ଶାନ୍ତି ପୁରସ୍କାର କମିଟି ପକ୍ଷରୁ ନିଷ୍ପତି ଗ୍ରହଣ କରାଯାଇଛି ।
ଅନ୍ତର୍ଜାତୀୟ ସହଯୋଗ ଓ ବିଶ୍ୱ ଅର୍ଥନୈତିକ ଅଭିବୃଦ୍ଧି କ୍ଷେତ୍ରରେ ତାଙ୍କ ଯୋଗଦାନ, ଦ୍ରୁତ…