ନଭେମ୍ବର ୧ରୁ ଖୋଲିବ ଶିମିଳିପାଳ ଅଭୟାରଣ୍ୟ
ବାରିପଦା : ପର୍ଯ୍ୟଟକଙ୍କ ପାଇଁ ଶିମିଳିପାଳ ଅଭୟାରଣ୍ୟ ଆସନ୍ତା ନଭେମ୍ବର ୧ରୁ ଖୋଲା ହେବାକୁ ଯାଉଛି ।
ପର୍ଯ୍ୟଟନ ଋତୁକୁ ନଜରରେ ରଖି ଏନେଇ ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରଶାସନ ପକ୍ଷରୁ ସୂଚନା ମିଳିଛି । ପ୍ରଶାସନ ପକ୍ଷରୁ ଜାରି ହୋଇଥିବା ନିୟମ ଅନୁଯାୟୀ ଚଳିତ ଥର ପିଠାବଟା ଓ କାଳିଆଣି…