ବାତ୍ୟା ପ୍ରଭାବିତ ଚମ୍ପାପୁର ଗାଁରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ, ସହାୟତା ରାଶି ୧୦ ଲକ୍ଷ ଟଙ୍କାକୁ ବୃଦ୍ଧି ଘୋଷଣା
ପାରଳାଖେମୁଣ୍ଡି/ଭୁବନେଶ୍ୱର : ବାତ୍ୟା ତିତଲି ପ୍ରଭାବରେ ମୃତ୍ୟୁବରଣ କରିଥିବା ବ୍ୟକ୍ତିଙ୍କ ପରିବାର ବର୍ଗଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ୧୦ ଲକ୍ଷ ଟଙ୍କାଏଁ କ୍ଷତିପୂରଣ ରାଶି ଘୋଷଣା କରିଛନ୍ତି ।
ଓଡିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସକାଳେ ଗଙ୍ଗବାଡ ପଞ୍ଚାୟତ…