କଂଗ୍ରେସ କ୍ଷମତାକୁ ଆସିଲେ ନିରଞ୍ଜନ ପଟ୍ଟନାୟକ ମୁଖ୍ୟମନ୍ତ୍ରୀ ହେବେ: ଚିରଞ୍ଜିବୀ ବିଶ୍ୱାଳ
ଭୁବନେଶ୍ୱର: ୨୦୧୯ରେ ଅନୁଷ୍ଠିତ ହେବାକୁ ଥିବା ଓଡ଼ିଶା ବିଧାନସଭା ନିର୍ବାଚନରେ ଜିତି କଂଗ୍ରେସ ଦଳ କ୍ଷମତାକୁ ଆସିଲେ ଓଡ଼ିଶା ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ମୁଖ୍ୟମନ୍ତ୍ରୀ ହେବେ ବୋଲି କହିଛନ୍ତି, ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି କାର୍ଯ୍ୟକାରୀ ସଭାପତି ଚିରଞ୍ଜିବୀ ବିଶ୍ୱାଳ ।…