ନବରଙ୍ଗପୁରରେ ମର୍ମନ୍ତୁଦ ସଡକ ଦୁର୍ଘଟଣା
ନବରଙ୍ଗପୁର : ନବରଙ୍ଗପୁର ଜିଲ୍ଲାରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି । ଏହି ସଡକ ଦୁର୍ଘଟଣାରେ ୨୦ ରୁ ଅଧିକ ଯାତ୍ରୀ ଆହତ ହୋଇଥିବା ବେଳେ ୭ଜଣ ଗୁରୁତର ଥିବା ଜଣାପଡିଛି ।
ସୂଚନା ଅନୁଯାୟୀ ଏକ ଯାତ୍ରୀବାହୀ ବସ ନବରଙ୍ଗପୁରରୁ ଜୟପୁର ଅଭିମୁଖେ ଯାଉଥିବା ବେଳେ ବସଟି ଭାରସାମ୍ୟ ହରାଇ…