ପ୍ଲାଷ୍ଟିକ ବ୍ୟବହାର ନିଷେଧ: ଅକ୍ଟୋବର ୨ରୁ ରାଜ୍ୟର ୬ଟି ସହରରେ କଟକଣା
ଭୁବନେଶ୍ୱର: ଅକ୍ଟୋବର ୨ ତାରିଖ ଗାନ୍ଧୀ ଜୟନ୍ତୀରୁ ରାଜ୍ୟର ୬ଟି ସହରରେ ପ୍ଲାଷ୍ଟିକ ବ୍ୟବହାର ଉପରେ ନିଷେଧାଦେଶ ଜାରି ହୋଇଛି ।
ଯେଉଁ ୬ଟି ସହରାଞ୍ଚଳରେ ପ୍ଲାଷ୍ଟିକ ବ୍ୟବହାର ନିଷେଧ ହୋଇଛି ସେହି ସହରଗୁଡ଼ିକ ହେଲା – ଭୁବନେଶ୍ୱର, କଟକ, ବ୍ରହ୍ମପୁର, ରାଉରକେଲା, ସମ୍ବଲପୁର ଓ ପୁରୀ…