Latest Odisha News

BREAKING NEWS

ଇରାନ: ସେନାର ପରେଡ ଉପରେ ଆତଙ୍କୀ ଆକ୍ରମଣ

ଇରାନ : ଇରାନରେ ସେନାର ପରେଡ ଉପରେ ଆତଙ୍କବାଦୀ ଆକ୍ରମଣ ହୋଇଛି । ଏହି ଆକ୍ରମଣରେ ସେନାର ୨୪ ଯବାନ ପ୍ରାଣ ହରାଇଥିବା ବେଳେ ପ୍ରାୟ ୫୩ ରୁ ଅଧିକ ଜଣ ଆହତ ହୋଇଥିବା ନେଇ ଜଣାପଡିଛି । ସୂଚନା ଅନୁଯାୟୀ ଦକ୍ଷିଣ-ପଶ୍ଚିମ ଇରାନର ଏକ ସହରରେ ସେନା ପରେଡ ଚାଲିଥିବାବେଳେ ଆତଙ୍କବାଦୀମାନେ ହଠାତ…

ତାଳଚେର ସାର କାରଖାନାର ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ

ଭୁବନେଶ୍ୱର : ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ତାଳଚେର ସାର କାରଖାନାର ଶିଳାନ୍ୟାସ କରିଛନ୍ତି । ଏଥିସହିତ ତାଳଚେରରେ ଏହି ସାର କାରଖାନା ପ୍ରକଳ୍ପ ନିର୍ମାଣ ହେବାରେ ଆନନ୍ଦ ପ୍ରକାଶ କରି ମୋଦି କହିଛନ୍ତି ଯେ “ ଏହା ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ । ଅଧାପନ୍ତରିଆ ଭାବେ…

ଶିମଲା: ମର୍ମନ୍ତୁଦ ସଡକ ଦୁର୍ଘଟଣାରେ ୧୦ମୃତ, ଦୁଇ ଗୁରୁତର

ଶିମଲା : ହିମାଚଳ ପ୍ରଦେଶ ଅନ୍ତର୍ଗତ ଶିମଲାରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି । ସୂଚନା ଅନୁଯାୟୀ ଜୁବଲର କୁଡୁ ଅଞ୍ଚଳରେ ଏକ ଜିପ୍ କୌଣସିବଶତଃ ଭାରସାମ୍ୟ ହରାଇ ଏକ ଖାଇକୁ ଖସିପଡିଛି । ଅନ୍ୟପକ୍ଷରେ ଏହି ଘଟଣାରେ ୧୦ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ୨ଜଣ ଗୁରୁତର ଥିବା ଜଣାପଡିଛି ।…

ଶ୍ରୀମନ୍ଦିର ସଂସ୍କାର ପ୍ରସଙ୍ଗ: ପୁରୀ ଗଜପତି ମହାରାଜାଙ୍କୁ ଭେଟିଲେ ଆମିକସ୍ କ୍ୟୁରୀ

ପୁରୀ: ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଶ୍ରୀମନ୍ଦିର ସଂସ୍କାର ନିମନ୍ତେ ସୁପ୍ରିମକୋର୍ଟ ଦ୍ୱାରା ନିଯୁକ୍ତ ହୋଇଥିବା ବରିଷ୍ଠ ଆଇନଜୀବୀ ଆମିକସ୍ କ୍ୟୁରୀ ଗୋପାଳ ସୁବ୍ରମଣ୍ୟମ ଆଜି ପୁରୀ ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କୁ ପୁରୀସ୍ଥିତ ଗଜପତିଙ୍କ ରାଜନଅରରେ ଭେଟିଛନ୍ତି । ଶ୍ରୀଜଗନ୍ନାଥ…

କୋରାପୁଟରେ ବସ ଦୁର୍ଘଟଣା, ଅଳ୍ପକେ ବର୍ତ୍ତିଲେ ୪୦ ଯାତ୍ରୀ

ଜୟପୁର : କେରାପୁଟ ଜିଲ୍ଲା ବୋରୁଗୁମ୍ମା ବ୍ଲକ ଅନ୍ତର୍ଗତ ପର୍ଲି ଠାରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି । ସୂଚନା ଅନୁଯାୟୀ ବ୍ରହ୍ମପୁରରୁ ଉମରକୋଟ ଯାଉଥିବା ଏକ ଯାତ୍ରୀବାହୀ ବସ କୌଣସି କାରଣବଶତଃ ଅଚାନକ ଭାରସାମ୍ୟ ହରାଇ ରାସ୍ତାକଡକୁ ଓଲଟି ପଡିଥିଲା । ଅନ୍ୟପକ୍ଷରେ ଏହି…

ବିଶିଷ୍ଟ ଓଲିଉଡ ପ୍ରଯୋଜକ ସୁବାସ ରାଉତଙ୍କ ପରଲୋକ

କଟକ : ଓଡିଆ ଚଳଚ୍ଚିତ୍ର ଜଗତର ଅନ୍ୟତମ ଜଣାଶୁଣା ପ୍ରଯୋଜକ ସୁବାସ ରାଉତଙ୍କ ଦେହାନ୍ତ ଘଟିଛି । ମୃତ୍ୟୁବେଳକୁ ତାଙ୍କୁ ୬୨ ବର୍ଷ ବୟସ ହୋଇଥିଲା । ଆଜି ଭୋରରୁ କଟକର ଛତ୍ରବଜାର ସ୍ଥିତ ନିଜ ବାସଭବନରେ ସେ ଇହଲୀଳା ତ୍ୟାଗ କରିଛନ୍ତି । ଏଥିସହିତ ସେ ଅନେକ ଦିନରୁ କ୍ୟାନସର ରୋଗରେ ପିଡିତ…

ଦକ୍ଷିଣ ଏସିଆରେ ‘ଓଡ଼ିଶା ଟୁରିଜିମ୍’ ପକ୍ଷରୁ ରୋଡ୍ ଶୋ’

ଭୁବନେଶ୍ୱର/ବ୍ୟାଂକକ୍ : ଓଡ଼ିଶା ଟୁରିଜିମ୍ ପକ୍ଷରୁ ଥାଇଲାଣ୍ଡର ବ୍ୟାକକ୍ ଠାରେ ଦ୍ୱିତୀୟ ରୋଡ୍ ଶୋ’ ଆୟୋଜନ ହୋଇଛି । ଓଡ଼ିଶା ପର୍ଯ୍ୟଟନ ବିଭାଗ ଥାଇଲାଣ୍ଡରେ ଥିବା ଭାରତୀୟ ଦୂତାବାସ ଏବଂ ଫିସି (ଏଫଆଇସିସିଆଇ)ର ମିଳିତ ସହଯୋଗରେ ବ୍ୟାଂକକ୍ ର ହୋଟେଲ୍ ଅନନ୍ତରାଠାରେ ଏହି ରୋଡ୍ ଶୋ’ ଆୟୋଜନ କରିଛି…

ପ୍ରଧାନମନ୍ତ୍ରୀ ଭୁବନେଶ୍ୱରରେ ପହଞ୍ଚିଲେ

ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କିଛିସମୟ ପୂର୍ବରୁ ଭୁବନେଶ୍ୱର ବିଜୁ ପଟ୍ଟନାୟକ ଆନ୍ତର୍ଜାତିକ ବିମାନ ବନ୍ଦରରେ ଅବତରଣ କରିଛନ୍ତି । ଆଜି ମଧ୍ୟ ମୋଦି ଓଡ଼ିଶାର ତାଳଚେରଠାରେ ତାଳଚେର ସାର କାରଖାନାର ପୁନରୁଦ୍ଧାର କାର୍ଯ୍ୟକ୍ରମକୁ ଫଳକ ଉନ୍ମୋଚନ ପୂର୍ବକ ଶୁଭାରମ୍ଭ କରିବେ…

ବାପା ହେଲେ ନୀଲ୍ ନିତିନ୍ ମୁକେଶ

ବି-ଟାଉନ୍ ଅଭିନେତା ନୀଲ୍ ନିତିନ୍ ମୁକେଶଙ୍କ ଘରକୁ ଏକ ବଡ଼ ଖୁସି ଖବର ଆସିଛି । କାହିଁକି ନା ନୀଲ୍ ଙ୍କ ପତ୍ନୀ ରୁକ୍ମିଣୀ ସହାୟ ଏକ ପୁତ୍ର ସନ୍ତାନକୁ ଜନ୍ମ ଦେଇଛନ୍ତି । ଏ ଖବର ପାଇ ପ୍ରଶଂସକ, ସେଲିବ୍ରିଟି ତଥା ବନ୍ଧୁବାନ୍ଧବଙ୍କ ମହଲରୁ ଶୁଭେଚ୍ଛାର ସୁଅ ଛୁଟିବାରେ ଲାଗିଛି ।…

୨୨ରେ ପ୍ରଧାନମନ୍ତ୍ରୀଙ୍କ ଓଡ଼ିଶା ଓ ଛତିଶଗଡ଼ ଗସ୍ତ, ଶୁଭାରମ୍ଭ କରିବେ ତାଳଚେର ସାର କାରଖାନା ପୁନରୁଦ୍ଧାର କାର୍ଯ୍ୟକ୍ରମ

ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ୨୨ ତାରିଖରେ ଓଡ଼ିଶା ଏବଂ ଛତିଶଗଡ଼ ଗସ୍ତ କରୁଛନ୍ତି । ଓଡ଼ିଶାର ଝାରସୁଗୁଡ଼ାଠାରେ ବିମାନ ବନ୍ଦର ଉଦଘାଟନ କରିବା ସହିତ ପ୍ରଧାନମନ୍ତ୍ରୀ ମୋଦି ତାଳଚେର ସାର କାରଖାନାର ପୁନରୁଦ୍ଧାର କାର୍ଯ୍ୟକ୍ରମର ଶୁଭାରମ୍ଭ କରିବେ । ଓଡ଼ିଶାର ତାଳଚେରଠାରେ…