ପାର୍ବତୀଗିରି ମେଗା ଲିଫ୍ଟ ଜଳସେଚନ ପ୍ରକଳ୍ପ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର : ଭୁବନେଶ୍ୱର ସ୍ଥିତ ସଚିବାଳୟରେ ଏକ ଭିଡିଓ କନଫରେନସିଂ ଜରିଆରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ପାର୍ବତୀଗିରି ମେଗା ଲିଫ୍ଟ ଜଳସେଜନ ପ୍ରକଳ୍ପ ଉଦଘାଟନ କରିଛନ୍ତି । ଏହି ପ୍ରକଳ୍ପର ଆଜି ୪୧ଟି ପଏଣ୍ଟ ଉଦ୍ଘାଟିତ ହେବା ସହିତ ଏହା ଦ୍ୱାରା ପ୍ରାୟ ୫୦ ହଜାର ହେକ୍ଟରରୁ ଅଧିକ…