ଭୁବନେଶ୍ୱରରେ ସୁଲଭ ମୂଲ୍ୟରେ ମିଳିବ ଘର; ଜାଣନ୍ତୁ କେତେ ରହିଛି ଦାମ…
ଭୁବନେଶ୍ୱର: ଭୁବନେଶ୍ୱରରେ ଲୋକଙ୍କୁ ସୁଲଭ ମୂଲ୍ୟରେ ଘର ଯୋଗାଇବା ପାଇଁ ଓଡ଼ିଶା ସରକାର ଏକ ଅନନ୍ୟ ପ୍ରକଳ୍ପ ଆରମ୍ଭ କରିବାକୁ ନିଷ୍ପତ୍ତି ନେଇଛନ୍ତି।
ଗୃହ ନିର୍ମାଣ ଏବଂ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ମହାପାତ୍ର ଗୁରୁବାର ଏନେଇ ଘୋଷଣା କରିଛନ୍ତି। ଭୁବନେଶ୍ୱରରେ ବଢୁଥିବା…