ଅଭିଷେକଙ୍କ ରେକର୍ଡ: ୧୨୭ ରନ୍ରେ ଆଫଗାନିସ୍ତାନକୁ ହରାଇ ଭାରତର କ୍ଲିନ୍ ସ୍ୱିପ୍
ନୂଆଦିଲ୍ଲୀ: ଦିଲ୍ଲୀର ଅରୁଣ ଜେଟ୍ଲୀ ଷ୍ଟାଡିୟମ୍ରେ ଖେଳାଯାଇଥିବା ତୃତୀୟ ଟି୨୦ ମ୍ୟାଚ୍ରେ ଭାରତ ୧୨୭ ରନ୍ର ବିଶାଳ ବ୍ୟବଧାନରେ ଆଫଗାନିସ୍ତାନକୁ ପରାସ୍ତ କରିଛି । ଏହି ବିଜୟ ସହ ଭାରତ ୩ ମ୍ୟାଚ୍ ବିଶିଷ୍ଟ ଟି୨୦ ସିରିଜ୍କୁ ୩-୦ ରେ କ୍ଲିନ୍ ସ୍ୱିପ୍ କରି ନିଜ ନାମରେ କରିଛି । ୨୨୨…