ଓଡ଼ିଶା ହାଇକୋର୍ଟର ବିଚାରପତି ଭାବେ ଜଷ୍ଟିସ ମାନସ ରଞ୍ଜନ ପାଠକଙ୍କ ଶପଥ ଗ୍ରହଣ
କଟକ: ଓଡ଼ିଶା ହାଇକୋର୍ଟର ବିଚାରପତି ଭାବରେ ସୋମବାର ଦିନ ଜଷ୍ଟିସ ମାନସ ରଞ୍ଜନ ପାଠକ ଶପଥ ଗ୍ରହଣ କରିଛନ୍ତି।
ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ, ଆଡଭୋକେଟ୍ ଜେନେରାଲ ପିତାମ୍ବର ଆଚାର୍ଯ୍ୟ ଏବଂ ଅନ୍ୟାନ୍ୟ ମାନ୍ୟଗଣ୍ୟ ବ୍ୟକ୍ତିଙ୍କ ଉପସ୍ଥିତିରେ ମୁଖ୍ୟ ବିଚାରପତି ହରିଶ ଟଣ୍ଡନ, ଜଷ୍ଟିସ…