କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ମୃତ୍ୟୁ ପାଇଁ କିଏ ଦାୟୀ? ମା’ ଓ ସମ୍ପର୍କୀୟ ଭଉଣୀ ମୁହାଁମୁହିଁ…
ଭୁବନେଶ୍ବର: ଆରପାରିରେ ଓଡ଼ିଆ ସଙ୍ଗୀତ ଜଗତର ଭର୍ସାଟାଇଲ୍ ସିଙ୍ଗର ହ୍ୟୁମାନ ସାଗର । ଭୁବନେଶ୍ବର ଏମ୍ସରେ ଚିକିତ୍ସାଧୀନ ଅବସ୍ଥାରେ ହ୍ୟୁମାନଙ୍କର ଗତ ରାତିରେ ପରଲୋକ ହୋଇଛି । ତେବେ ହ୍ୟୁମାନଙ୍କ ମୃତ୍ୟୁକୁ ନେଇ ସାଙ୍ଘାତିକ ଅଭିଯୋଗ କରିଛନ୍ତି ତାଙ୍କ ମାଆ । ଏହାକୁ ନେଇ ମୁହାଁମୁହିଁ…