Latest Odisha News

BREAKING NEWS

ଡିସେମ୍ବର ୧ରୁ ଆନ୍ଦୋଳନକୁ ଓହ୍ଲାଇବ ଓଡ଼ିଶା ବସ୍ ମାଲିକ ସଂଘ!

ଭୁବନେଶ୍ୱର: ମୋଟର ଯାନ ଯାଞ୍ଚ ପାଇଁ ପୋଲିସ ବିଭାଗକୁ ଅତିରିକ୍ତ କ୍ଷମତା ପ୍ରଦାନ କରାଯିବା ବିରୋଧରେ ଅଲ୍ ଓଡ଼ିଶା ବସ୍ ମାଲିକ ସଂଘ (AOBOA) ଡିସେମ୍ବର ୧ରୁ ରାଜ୍ୟବ୍ୟାପୀ ଧର୍ମଘଟ ଧମକ ଦେଇଛି। ଗଣମାଧ୍ୟମ ସହିତ ଆଲୋଚନା ବେଳେ AOBOA ସାଧାରଣ ସମ୍ପାଦକ ଦେବେନ୍ଦ୍ର କୁମାର ସାହୁ କହିଛନ୍ତି…

ଗ୍ଲୋବାଲ୍‍ ସିକ୍ୟୁରିଟି ଇନ୍‍ଷ୍ଟିଚ୍ୟୁଟର ମୁଖ୍ୟ ଜୋନାଥନ ଗ୍ରାନଫ୍‍ଙ୍କୁ କିସ୍‍ ଜୀବନବ୍ୟାପୀ ସାଧନା ପୁରସ୍କାର

ଭୁବନେଶ୍ୱର: ବିଶ୍ୱ ଶାନ୍ତି, ପରମାଣୁ ନିରସ୍ତ୍ରୀକରଣ ଓ ଆଇନର ଶାସନ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ନିମନ୍ତେ ଗ୍ଲୋବାଲ୍‍ ସିକ୍ୟୁରିଟି ଇନ୍‍ଷ୍ଟିଚ୍ୟୁଟ୍‍ର ସଭାପତି ଜୋନାଥନ ଗ୍ରାନଫ୍‍ଙ୍କୁ କିସ୍‍ ଜୀବନବ୍ୟାପୀ ସାଧନା ପୁରସ୍କାର ପ୍ରଦାନ କରାଯାଇଛି। କିଟ୍‍ ଓ କିସ ପ୍ରତିଷ୍ଠାତା ଅଚ୍ୟୁତ…

Delhi Blast: ଦିଲ୍ଲୀ ବିସ୍ଫାରଣରେ ବାଂଲାଦେଶର ଲିଙ୍କ! ହାଇ ଆଲର୍ଟରେ ସୁରକ୍ଷା ଏଜେନ୍ସି…

ନୂଆଦିଲ୍ଲୀ: ଦିଲ୍ଲୀ ଲାଲକିଲ୍ଲା ନିକଟରେ ବିସ୍ଫୋରଣରେ ରହିଛି ବାଂଲାଦେଶର ଲିଙ୍କ । ତଦନ୍ତକାରୀଙ୍କ ସୂଚନା ଅନୁସାରେ, ଅକ୍ଟୋବର ଶେଷ ସପ୍ତାହରେ ଢାକାରେ ଏକ ଗୁପ୍ତ ବୈଠକ ଅନୁଷ୍ଠିତ ହୋଇଥିଲା । ଏହି ବୈଠକରେ ହିଁ ଭାରତରେ ବିସ୍ଫୋରଣ ଘଟାଇବାକୁ ଚୂଡାନ୍ତ ଯୋଜନା କରାଯାଇଥିଲା । ଏହି ବୈଠକରେ…

Bhubaneswar Cold Wave: ଶୀତରେ ଥରୁଛି ରାଜଧାନୀ, ଭାଙ୍ଗିଲା ୨୫ ବର୍ଷର ରେକର୍ଡ

ଭୁବନେଶ୍ୱର: ସାରା ଓଡ଼ିଶା ଶୀତରେ ଥରୁଛି। ରାଜଧାନୀରେ ଭୁବନେଶ୍ୱରରେ ହାଡ ଭଙ୍ଗା ଶୀତ ଅନୁଭୂତ ହେଉଛି। ଥଣ୍ଡାରେ ୨୫ ବର୍ଷର ରେକର୍ଡ ଭାଙ୍ଗିଲା ଭୁବନେଶ୍ୱର। ଭୁବନେଶ୍ୱରରେ ଗତ ରାତିରେ ପ୍ରଚଣ୍ଡ ଶୀତ ଅନୁଭୂତ ହୋଇଛି । ରବିବାର ଭୁବନେଶ୍ୱରର ସର୍ବନିମ୍ନ ରାତ୍ରି ତାପମାତ୍ରା ୧୨.୯°C ରେକର୍ଡ…

ନିଖୋଜର ୧୫ ଦିନ ପରେ ଏସସିବିରୁ ଯୁବକ ଉଦ୍ଧାର

କଟକ: ନଭେମ୍ବର ୧ ତାରିଖରୁ ନିଖୋଜ ଥିବା ଜଣେ ଯୁବକଙ୍କୁ ଶେଷରେ କଟକ ଏସସିବି ମେଡିକାଲ କଲେଜ ଏବଂ ହସ୍ପିଟାଲରେ ଠାବ କରାଯାଇଛି। ସୂଚନା ଅନୁଯାୟୀ, ସତ୍ୟଜିତ ଦାସ ନାମକ ଯୁବକଙ୍କୁ ଶନିବାର ଏକ ଆମ୍ବୁଲାନ୍ସରେ ହସ୍ପିଟାଲକୁ ଅଣାଯାଇଥିଲା। ଏହାପରେ ହସ୍ପିଟାଲ ପକ୍ଷରୁ ତାଙ୍କ ଶରୀରରେ ଆଘାତ…

ବଢୁଛି ଆମିଷ ଚାହିଦା; ହେଲେ ରାଜ୍ୟରେ ଯଥେଷ୍ଟ ପରିମାଣରେ ଉତ୍ପାଦନ ହେଉନି ମାଛ ଓ ଅଣ୍ଡା

ଭୁବନେଶ୍ବର: ରାଜ୍ୟରେ ଯଥେଷ୍ଟ ଭାବେ ଉତ୍ପାଦାନ ହେଉନି ମାଛ ଓ ଅଣ୍ଡା । ଯାହା ଫଳରେ ରାଜ୍ୟ ବାହାରୁ ଏସବୁକୁ ଆମଦାନୀ କରାଯାଉଛି । କାର୍ତ୍ତିକ ମାସ ଶେଷ ହେବାପରେ ଏବେ ରାଜ୍ୟରେ ଆମିଷ ଚାହିଦା ବହୁ ପରିମାଣରେ ବୃଦ୍ଧି ପାଇଛି । ପଡ଼ୋଶୀ ଆନ୍ଧ୍ରପ୍ରଦେଶ ଓଡ଼ିଶାର ଆମିଷ ଉପଭୋକ୍ତାଙ୍କ ଚାହିଦା…

Bangladeshi Houses Demolished: ବେହେରାମପୁର ବସ୍ତିରେ ସନ୍ଦିଗ୍ଧ ‘ବାଂଲାଦେଶୀ’ଙ୍କ ଘର ଭାଙ୍ଗିଲା…

ଜଗତସିଂହପୁର: ଜଗତସିଂହପୁର ସଦର ଥାନା ବେହେରାମପୁର ବସ୍ତିରେ ଥିବା ସନ୍ଦିଗ୍ଧ 'ବାଂଲାଦେଶୀ'ଙ୍କ ଘର ଭାଙ୍ଗିଲା ପ୍ରଶାସନ । ମାଜିଷ୍ଟ୍ରେଟ୍ ଓ ଉପଜିଲ୍ଲାପାଳଙ୍କ ଉପସ୍ଥିତିରେ ଭଙ୍ଗାଗଲା ୧୦ ବଖରା ଘର । ସେମାନେ ସରକାରୀ ଜାଗାରେ ଘର ତିଆରି କରି ରହୁଥିଲେ। ସୁରକ୍ଷାକୁ ଦୃଷ୍ଟିରେ ରଖି ୪ ପ୍ଲାଟୁନ…

ଦିଲ୍ଲୀ ବିସ୍ଫୋରଣ: ‘ମାଡାମ ସର୍ଜନ’ ଶାହିନ ନିକଟରୁ ମିଳିଲା ୩ଟି ପାସପୋର୍ଟ, ପାକିସ୍ତାନ ଏବଂ…

ନୂଆଦିଲ୍ଲୀ: ଦିଲ୍ଲୀର ଲାଲକିଲ୍ଲା ନିକଟରେ ହୋଇଥିବା ବିସ୍ଫୋରଣ ସମ୍ପର୍କରେ ଏପର୍ଯ୍ୟନ୍ତ ଅନେକ ଖୁଲାସା ହୋଇଛି । ତଦନ୍ତ ଆଗକୁ ବଢ଼ିବା ସହିତ ନୂଆ ନୂଆ ତଥ୍ୟ ସାମ୍ନାକୁ ଆସୁଛି । ଫରିଦାବାଦ ମଡ୍ୟୁଲ୍ ଏବଂ ଅଲ୍ ଫଲାହ ବିଶ୍ୱବିଦ୍ୟାଳୟ ମଧ୍ୟ ଏହି ମାମଲାରେ ଜଡିତ । ଏହି ସମୟରେ, ଡକ୍ଟର ଶାହିନଙ୍କ…

Teachers Strike: ଡିସେମ୍ବର ୧ରୁ ଆନ୍ଦୋଳନକୁ ଓହ୍ଲାଇବେ ପ୍ରାଥମିକ ଶିକ୍ଷକ

ଭୁବନେଶ୍ୱର: ଡିସେମ୍ବର ୧ରୁ ଆନ୍ଦୋଳନକୁ ଓହ୍ଲାଇବେ ପ୍ରାଥମିକ ଶିକ୍ଷକ । ୨ ଦଫା ଦାବି ନେଇ ଏହି ଆନ୍ଦୋଳନ ହେବ । ନଭେମ୍ବର ୩୦ ସୁଦ୍ଧା ସରକାର ଯଦି ଦାବି ପୂରଣ ନ କରନ୍ତି, ତେବେ ଡିସେମ୍ବର ୧ରୁ ରାଜରାସ୍ତାରେ ପ୍ରାଥମିକ ଶିକ୍ଷୟିତ୍ରୀଶିକ୍ଷକ ବିକ୍ଷୋଭ ପ୍ରଦର୍ଶନ କରିବେ । ଏଥିପାଇଁ ରାଜ୍ୟ…

ଆରସିବି ଟିମକୁ କିଣି ପାରନ୍ତି କାନ୍ତାରା ନିର୍ମାତା

ବେଙ୍ଗାଲୁର: ଇଣ୍ଡିଆନ ପ୍ରିମିୟର ଲିଗର ଆଗାମୀ ସଂସ୍କରଣ ପୂର୍ବରୁ ଚାମ୍ପିୟନ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରକୁ ନେଇ ଏକ ବଡ ଖବର ସମ୍ମୁଖକୁ ଆସିଛି । ମିନି ନିଲାମ ପୂର୍ବରୁ କାନ୍ତାରା ଫିଲ୍ମର ନିର୍ମାତା ହୋମବେଲ ଫିଲ୍ମସ ଆରସିବିକୁ ନେଇ ଆଗ୍ରହ ପ୍ରକାଶ କରିଛି । ଟିମର ମାଲିକାନା ରାଇଟ୍ସ…