ଜଣେ ମହିଳା ମୁଖ୍ୟମନ୍ତ୍ରୀଙ୍କ ଏଭଳି ବୟାନ ଆଶ୍ଚର୍ଯ୍ୟ ଓ ଅପମାନିତ ଅଟେ: ଉପମୁଖ୍ୟମନ୍ତ୍ରୀ
ଭୁବନେଶ୍ବର: ପଶ୍ଚିମବଙ୍ଗର ଦୁର୍ଗାପୁରରେ ଜଣେ ଓଡ଼ିଆ ଡାକ୍ତରୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ମାମଲାରେ ଗତକାଲି ମୁଖ୍ୟମନ୍ତ୍ରୀ ଦେଇଥିବା ମନ୍ତବ୍ୟ ଏବେ ଚର୍ଚ୍ଚାର ବିଷୟ ପାଲଟିଛି । ଯାହାକୁ କଡ଼ା ସମାଲୋଚନା କରିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ସେ କହିଛନ୍ତି ଯେ, ପଶ୍ଚିମବଙ୍ଗ…