Latest Odisha News

BREAKING NEWS

ପ୍ରଧାମନ୍ତ୍ରୀଙ୍କୁ ଭେଟିପାରିବେ କି ସାଧାରଣ ନାଗରିକ ? ଜାଣନ୍ତୁ ଉପାୟ, ଆପଣ ବି ଭେଟି ପାରିବେ

ନୂଆଦିଲ୍ଲୀ: ଭାରତ ଏକ ଗଣତାନ୍ତ୍ରିକ ଦେଶ, ଯେଉଁଠାରେ ପ୍ରତ୍ୟେକ ନାଗରିକଙ୍କୁ ନିଜର କଥା ରଖିବାର ଅଧିକାର ରହିଛି । କିନ୍ତୁ ଅଧିକାଂଶ ସାଧାରଣ ଲୋକଙ୍କ ମନରେ ଏହି ପ୍ରଶ୍ନ ରହିଥାଏ ଯେ ସେମାନଙ୍କର ସ୍ୱର ଦେଶର ସର୍ବୋଚ୍ଚ ଆସନ ଯାଏ ପହଞ୍ଚି ପାରିବ କି ? ଜଣେ ସାଧାରଣ ନାଗରିକ କ’ଣ…

ଜଷ୍ଟିସ ସଙ୍ଗମ କୁମାର ସାହୁ ହେଲେ ପାଟନା ହାଇକୋର୍ଟ ମୁଖ୍ୟ ବିଚାରପତି

କଟକ: ଜଷ୍ଟିସ ସଙ୍ଗମ କୁମାର ସାହୁଙ୍କୁ ନୂଆ ନିଯୁକ୍ତି । ବିହାର ପାଟନା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ନିଯୁକ୍ତି ମିଳିଥିବା ସୂଚନା ମିଳିଛି । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ନିଯୁକ୍ତି ଦେଇଥିବା ଆଇନ ମନ୍ତ୍ରଣାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ସୂଚନାଯୋଗ୍ୟ, ଜଷ୍ଟିସ୍…

IAS: ବରିଷ୍ଠ ଆଇଏଏସ ସ୍ତରରେ ବଡ଼ ଧରଣର ଅଦଳବଦଳ

ଭୁବନେଶ୍ବର: ନୂଆ ବର୍ଷ ଆରମ୍ଭରେ ରାଜ୍ୟ ପ୍ରଶାସନିକ ସ୍ତରରେ ଏକ ବଡ଼ଧରଣର ଅଦଳବଦଳ କଲେ ରାଜ୍ୟ ସରକାର । ଆଜି ମୁଖ୍ୟ ସଚିବ ଭାବେ ଦାୟିତ୍ବ ଗ୍ରହଣ କରିଛନ୍ତି ଅନୁ ଗର୍ଗ । ଅନୁଙ୍କ ସ୍ଥାନରେ ଦେଓରଞ୍ଜନ ସିଂ ହେଲେ ଉନ୍ନୟନ କମିଶନର । ସତ୍ୟବ୍ରତ ସାହୁଙ୍କୁ ରାଜସ୍ୱ ପରିଷଦର ସଦସ୍ୟ ଭାବେ ଦାୟିତ୍ୱ…

ବିଦେଶରେ ହୋଇଥିଲା ଗାନ୍ଧୀ ପରିବାରର ଏହି ସଦସ୍ୟଙ୍କ ବିବାହ, ଜାଣନ୍ତୁ କେଉଁମାନେ ହୋଇଥିଲେ ସାମିଲ

ନୂଆଦିଲ୍ଲୀ: ଗାନ୍ଧୀ ପରିବାର ପୁଣିଥରେ ଚର୍ଚ୍ଚାରେ । କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭାଡ୍ରା ଏବଂ ବ୍ୟବସାୟୀ ରବର୍ଟ ଭାଡ୍ରାଙ୍କ ପୁଅ ରେହାନ ଭାଡ୍ରାଙ୍କର ବର୍ତ୍ତମାନ ସମୟରେ ଅଭିବା ବେଗ୍‌ଙ୍କ ସହ ନିର୍ବନ୍ଧ ହୋଇଛି । ନିର୍ବନ୍ଧ ପରେ ଏହି ଯୋଡ଼ି ପରିବାର ସଦସ୍ୟମାନଙ୍କ ସହ ରାଜସ୍ଥାନର…

କେମିତି ଦିଆଯାଇଥାଏ ଭାରତ ରତ୍ନ ? ଜାଣନ୍ତୁ କେମିତି ହୋଇଥାଏ ଏହାର ଚୟନ ପ୍ରକ୍ରିୟା

ନୂଆଦିଲ୍ଲୀ: ନୂଆଦିଲ୍ଲୀ: ଭାରତର ସର୍ବୋଚ୍ଚ ନାଗରିକ ସମ୍ମାନ ଭାରତ ରତ୍ନ। ଏହା ଏକ ଏପରି ପୁରସ୍କାର ଯାହା ସମାଜରେ ଅସାଧାରଣ ଯୋଗଦାନ ଦେଇଥିବା ବ୍ୟକ୍ତିମାନଙ୍କ ପ୍ରତି ରାଷ୍ଟ୍ରର ଗଭୀର କୃତଜ୍ଞତାର ପ୍ରତୀକ। ୧୯୫୪ରେ ଆରମ୍ଭ ହୋଇଥିବା ଭାରତ ରତ୍ନ କେବଳ ରାଜନୀତି କିମ୍ବା ଶାସନ ପର୍ଯ୍ୟନ୍ତ…

୭ ଦିନରେ ରାଜଧାନୀବାସୀ ପିଇଗଲେ ୩୨ କୋଟିର ମଦ

ଭୁବନେଶ୍ବର: ୨୦୨୫ ମସିହାରେ ଖ୍ରୀଷ୍ଟମାସରୁ ଜିରୋ ନାଇଟ୍ ପର୍ଯ୍ୟନ୍ତ ପ୍ରାୟ ଏକ ସପ୍ତାହ ମଧ୍ୟରେ ଭୁବନେଶ୍ୱର ବାସିନ୍ଦା ୩୨ କୋଟି ଟଙ୍କାର ମଦ ପିଇଥିବା ନେଇ ଅବକାରୀ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ଏହି ସମୟରେ ରାଜଧାନୀର କ୍ଲବ୍, ପବ୍ ଏବଂ ଅଫ-ସପ୍ସରେ ପ୍ରବଳ ଭିଡ଼ ଦେଖିବାକୁ…

ଏମଭି ୨୬ ଗାଁର ହିଂସାକାଣ୍ଡ ଘଟଣା: ୧୦ଟି ପଦକ୍ଷେପ ନେବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ…

ଭୁବନେଶ୍ବର: ଡିସେମ୍ବର ୭ ଓ ୮ ତାରିଖରେ ମାଲକାନଗିରି ଜିଲ୍ଲାର ରାଖେଲଗୁଡ଼ା ଏବଂ ଏମଭି ୨୬ଗ୍ରାମରେ ଘଟିଥିବା ହିଂସାକାଣ୍ଡ ଘଟଣା ଉପରେ ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଗତ ୨୯ ତାରିଖରେ ଭୁବନେଶ୍ବର ଲୋକସେବା ଭବନରେ ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଥିଲା । ଉକ୍ତ ବୈଠକରେ ଜିଲ୍ଲାର…

ବରୋଦା-ହାଇଦ୍ରାବାଦ ମ୍ୟାଚରେ ୫ ଶତକ, ଲିଷ୍ଟ ଏ କ୍ରିକେଟରେ ରେକର୍ଡ

ହାଇଦ୍ରାବାଦ: ଚଳିତ ବିଜୟ ହଜାରେ ଟ୍ରଫିରେ ଭାରତୀୟ ବ୍ୟାଟ୍ସମ୍ୟାନଙ୍କ ବିସ୍ଫୋରକ ବ୍ୟାଟିଂ ଦେଖିବାକୁ ମିିଳିଛି । ଗୁରୁବାର ବରୋଦା ଓ ହାଇଦ୍ରାବାଦ ମଧ୍ୟରେ ଖେଳା ଯାଇଥିବା ମ୍ୟାଚରେ ମଧ୍ୟ ଏକ ବଡ ରେକର୍ଡ ସୃଷ୍ଟି ହୋଇଛି । ଏହି ମ୍ୟାଚ ଏବେ ରେକର୍ଡ ବୁକରେ ସ୍ଥାନ ପାଇଛି । ହାଇ ସ୍କୋରିଂ…

Odia Film: ଜାତୀୟ ସ୍ତରରେ ଚମକିଲା ଓଡ଼ିଆ କ୍ଷୁଦ୍ର ଫିଲ୍ମ ‘କାଲି ର ଆଶା’

ଭୁବନେଶ୍ୱର: ଜାତୀୟ ସ୍ତରରେ ଚମକିଲା ଓଡ଼ିଆ କ୍ଷୁଦ୍ର ଫିଲ୍ମ 'କାଲି ର ଆଶା' । କୃଷି ଓ କୃଷକଙ୍କ ଜୀବନକୁ କେନ୍ଦ୍ର କରି ଆୟୋଜିତ ଏହି ଫିଲ୍ମ ଜାତୀୟ ସ୍ତରୀୟ ଫେଷ୍ଟିଭାଲରେ ଚୟନ ହୋଇ ଓଡ଼ିଶାର କାହାଣୀ ଓ ସିନେମାକୁ ଜାତୀୟ ମଞ୍ଚରେ ପହଞ୍ଚାଇଛି । ଯାହା ଓଡ଼ିଆ ଇଣ୍ଡଷ୍ଟ୍ରି ଓ ରାଜ୍ଯ ପାଇଁ…

Chilika Bird Festival: ଜାନୁଆରୀ ୬ ରୁ ୮ ପର୍ଯ୍ୟନ୍ତ ଷଷ୍ଠ ଜାତୀୟ ଚିଲିକା ପକ୍ଷୀ ମହୋତ୍ସବ…

ଭୁବନେଶ୍ୱର: ପର୍ଯ୍ୟଟନ ବିଭାଗ ଏବଂ ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗର ମିଳିତ ସହଯୋଗରେ ଚଳିତ ବର୍ଷ ଜାନୁଆରୀ ୬ରୁ ୮ ତାରିଖ ଯାଏଁ ଷଷ୍ଠ ଜାତୀୟ ଚିଲିକା ପକ୍ଷୀ ମହୋତ୍ସବ ଆୟୋଜିତ ହେବ । ସଂରକ୍ଷଣ-ନେତୃତ୍ୱାଧୀନ ପର୍ଯ୍ୟଟନ, ସ୍ଥାୟୀତ୍ୱ ଏବଂ ଗୋଷ୍ଠୀ ଭାଗୀଦାରି ପ୍ରତି ରାଜ୍ୟର…