Latest Odisha News

BREAKING NEWS

ମଧ୍ୟାହ୍ନ ଭୋଜନ ନାଁରେ ପିଲାଙ୍କ ଜୀବନ ସହ ଖେଳ! ସ୍କୁଲର ଅବସ୍ଥା ଦେଖି ସରକାରଙ୍କୁ ସିଜେପିର ଚେତାବନୀ

ହିଙ୍ଗୋଲି: ଦେଶର ସରକାରୀ ସ୍କୁଲଗୁଡ଼ିକର ଦୁରାବସ୍ଥା ଏବଂ ମଧ୍ୟାହ୍ନ ଭୋଜନରେ ଚାଲିଥିବା ବ୍ୟାପକ ଅବହେଳାର ଏକ ସାଂଘାତିକ ଚିତ୍ର ମହାରାଷ୍ଟ୍ରର ହିଙ୍ଗୋଲି ଜିଲ୍ଲାରୁ ସାମ୍ନାକୁ ଆସିଛି । ସ୍କୁଲ ପିଲାମାନଙ୍କୁ ପ୍ରତିଦିନ ଦିଆଯାଉଥିବା ଖାଦ୍ୟରେ ମିଆଦ ପୂରିଯାଇଥିବା ବା ଏକ୍ସପାୟାରି…

ସାବଧାନ! ଏଣିକି ପ୍ୟାକେଟ୍ ଖାଦ୍ୟରେ ରହିବ ନାଲି ବିପଦ ଚିହ୍ନ: ଜାଣନ୍ତୁ FSSAIର ନୂଆ ନିୟମ

ନୂଆଦିଲ୍ଲୀ: ଦେଶରେ ବଢ଼ୁଥିବା ସ୍ୱାସ୍ଥ୍ୟ ସମସ୍ୟାକୁ ଦୃଷ୍ଟିରେ ରଖି ଭାରତୀୟ ଖାଦ୍ୟ ନିରାପତ୍ତା ଏବଂ ମାନକ ପ୍ରାଧିକରଣ (FSSAI) ଏକ ଯୁଗାନ୍ତକାରୀ ପଦକ୍ଷେପ ନେବାକୁ ଯାଉଛି। ବର୍ତ୍ତମାନ ବଜାରରେ ମିଳୁଥିବା ପ୍ୟାକେଟ୍ ଖାଦ୍ୟରେ ଯଦି ଅଧିକ ମାତ୍ରାରେ ଚିନି, ଲୁଣ ଏବଂ ଫ୍ୟାଟ୍ ରହିଥାଏ, ତେବେ…

ନେତ୍ୟାନ୍ୟାହୁଙ୍କ ପୁଅଙ୍କୁ ହତ୍ୟା ଧମକ : ଆମେରିକାରୁ ସ୍ଥାନାନ୍ତର

ଇସ୍ରାଏଲ: ଇସ୍ରାଏଲର ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍ ନେତାନ୍ୟାହୁଙ୍କ ବଡ଼ ପୁଅ ୟାଏର୍ ନେତାନ୍ୟାହୁଙ୍କୁ ଜୀବନପ୍ରତି ବିପଦ ଥିବା ଦର୍ଶାଇ ଆମେରିକାରୁ ତୁରନ୍ତ ଇସ୍ରାଏଲ୍ ଫେରାଇ ଅଣାଯାଇଛି। ଇସ୍ରାଏଲର ଆଭ୍ୟନ୍ତରୀଣ ସୁରକ୍ଷା ଏଜେନ୍ସି 'ସିନ୍ ବେଟ୍' ଏହି ଗୁରୁତ୍ୱପୂର୍ଣ୍ଣ ସୂଚନା ଦେଇଛି।…

Mann ki Baat: ଓଡ଼ିଶାର ମୈଥିଲି ଭୁଏଙ୍କୁ ମୋଦିଙ୍କ ପ୍ରଶଂସା

ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ଦିନ ମନ କି ବାତର ୧୩୭ତମ ଏପିସୋଡରେ ଦେଶକୁ ସମ୍ବୋଧିତ କରିଛନ୍ତି। ଏଥିସହିତ ଓଡ଼ିଶାର ସମୃଦ୍ଧ ଐତିହାସିକ ଐତିହ୍ୟ ଏବଂ ସମାଜ-ଚାଳିତ ପରିବେଶ ସଂରକ୍ଷଣ ପ୍ରୟାସ ଉପରେ ଆଲୋକପାତ କରିଛନ୍ତି। ଓଡ଼ିଶାର ଏକ ପ୍ରେରଣାଦାୟକ ପଦକ୍ଷେପର ଉଲ୍ଲେଖ…

ଅମିତ ରୋହୀଦାସ ୨୫୦ ନଟଆଉଟ

ଭୁବନେଶ୍ୱର: ଭାରତର ଷ୍ଟାର ଖେଳାଳି ଅମିତ ରୋହୀଦାସ ଆନ୍ତର୍ଜାତୀୟ ହକି କ୍ୟାରିୟରରେ ୨୫୦ ମ୍ୟାଚ ପୂରଣ କରିଛନ୍ତି । ଓଡିଶାର ଏହି ଖେଳାଳିଙ୍କୁ ବିଭିନ୍ନ ମହଲରୁ ଭୂୟସୀ ପ୍ରଶଂସା କରାଯାଉଛି । ମହାନ ଖେଳାଳି ଦିଲୀପ ତିର୍କୀ ମଧ୍ୟ ଅମିତଙ୍କୁ ଭାରତୀୟ ରକ୍ଷାପନ୍ଥୀର ମେରୁଦଣ୍ଡ ଭାବେ ବର୍ଣ୍ଣନା…

Prisoner Escapes From Hospital:ଧରାପଡିଲା ଜିଲ୍ଲା ମୁଖ୍ୟ ଡାକ୍ତରଖାନାରୁ ଫେରାର କଏଦୀ;ପରିସ୍ରା ଯିବା ବାହାନାରେ…

ସୁନ୍ଦରଗଡ଼:୨୫ ତାରିଖ ରାତିରେ ଜିଲ୍ଲା ମୁଖ୍ୟ ଡାକ୍ତରଖାନା ଫେରାର ହୋଇଥିଲେ ବିଚାରାଧୀନ  କଏଦୀ ଟେକଚାନ୍ଦ ବେହେରା (୩୩) । ଆଜି ଅପରାହ୍‌ଣରେ ସେ ପୋଲିସ ହାତରେ ଧରା ପଡିଛନ୍ତି । ଆଜି ସଦରଥାନା ଅଞ୍ଚଳରୁ ତାକୁ ଗିରଫ କରାଯାଇଛି। ସୂଚନାଥାଉକି, ନିଜର ସାଙ୍ଗକୁ ହତ୍ୟା କରିଥିବା ଅଭିଯୋଗରେ…

ଚାଷୀଙ୍କୁ ବଡ଼ ଆଶ୍ବସ୍ତି, ବଢ଼ିଲା ଧାନ ପଞ୍ଜିକରଣ ଅବଧି

ଭୁବନେଶ୍ୱର: ଚାଷୀମାନଙ୍କ ପାଇଁ ଏକ ବଡ଼ ଆଶ୍ୱସ୍ତି। ସରକାର ଧାନ କ୍ରୟ ପାଇଁ ପଞ୍ଜୀକରଣର ଶେଷ ତାରିଖକୁ ଆଉ ୭ ଦିନ ବୃଦ୍ଧି କରିଛନ୍ତି। ଖାଦ୍ୟ ଯୋଗାଣ ଏବଂ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଘୋଷଣା କରିଛନ୍ତି ଯେ ଅଗଷ୍ଟ ୩୧ ତାରିଖ ପର୍ଯ୍ୟନ୍ତ ଧାର୍ଯ୍ୟ କରାଯାଇଥିବା ଧାନ…

ଗାଭାସ୍କରଙ୍କ ମଜାଦାର ପ୍ରସ୍ତାବ : ଟେଷ୍ଟ କ୍ରିକେଟରେ ନୋ ବଲ ଜରିମାନା ଅର୍ଥରେ ଭୋଜି କର

ନୂଆଦିଲ୍ଲୀ: ଟେଷ୍ଟ କ୍ରିକେଟରେ ନୋ ବଲ ସଂଖ୍ୟା ବୃଦ୍ଧି ପାଇବା ପୂର୍ବତନ କ୍ରିକେଟରଙ୍କୁ ଚିନ୍ତାରେ ପକାଇଛି । ଏଥିନେଇ ବିଭିନ୍ନ ପ୍ରସ୍ତାବ ମଧ୍ୟ ଦିଆଯାଉଛି । ମହାନ ଖେଳାଳି ସୁନୀଲ ଗାଭାସ୍କର ନୋ ବଲ ଉପରେ ଜରିମାନା ଲଗାଇବାକୁ କହିଛନ୍ତି । ପରେ ଏହି ଅର୍ଥରେ ଉଭୟ ଦଳର ଖେଳାଳିମାନେ…

ତୁକାରାମ ମୁଣ୍ଢେଙ୍କ ଉପରେ ବର୍ଷିଲେ ବମ୍ବେ ହାଇକୋର୍ଟ: ‘ନିଜକୁ କ’ଣ ଭଗବାନ ଭାବୁଛନ୍ତି କି?’

ମୁମ୍ବାଇ: ମହାରାଷ୍ଟ୍ର ଖାଦ୍ୟ ଓ ଔଷଧ ପ୍ରଶାସନ (ଏଫଡିଏ)ର ଆୟୁକ୍ତ ତଥା ଚର୍ଚ୍ଚିତ ଆଇଏଏସ ଅଧିକାରୀ ତୁକାରାମ ମୁଣ୍ଢେଙ୍କ କାର୍ଯ୍ୟଶୈଳୀକୁ ନେଇ ତୀବ୍ର ଅସନ୍ତୋଷ ପ୍ରକାଶ କରିଛନ୍ତି ବମ୍ବେ ହାଇକୋର୍ଟ । ସିପ୍ଲା ଫାର୍ମା ଏବଂ ମୁମ୍ବାଇ କ୍ରିକେଟ୍ ଆସୋସିଏସନ (ଏମସିଏ)ର ୫ଟି ରେଷ୍ଟୁରାଣ୍ଟ ଉପରେ…

ବିଜେପି ହାତ ଧରିବାକୁ ଯାଉଛନ୍ତି ୟୁନାଇଟେଡ୍ ଡେମୋକ୍ରାଟିକ ପାର୍ଟିର ୯ ବିଧାୟକ, ଦିଲ୍ଲୀରେ ଚାଲିଛି ଆଲୋଚନା

ଶିଲଂ: ମେଘାଳୟ ରାଜନୀତିରେ ଏବେ ଏକ ବଡ଼ ଧରଣର ପରିବର୍ତ୍ତନ ହେବାର ଆଭାସ ମିଳିଛି । ରାଜ୍ୟର ପ୍ରମୁଖ ଆଞ୍ଚଳିକ ଦଳ 'ୟୁନାଇଟେଡ୍ ଡେମୋକ୍ରାଟିକ ପାର୍ଟି' (ୟୁଡିପି)ର ମୋଟ ୧୨ ଜଣ ବିଧାୟକଙ୍କ ମଧ୍ୟରୁ ୯ ଜଣ ଖୁବଶୀଘ୍ର ଭାରତୀୟ ଜନତା ପାର୍ଟିରେ ସାମିଲ ହେବା ନେଇ ଜୋରଦାର ଚର୍ଚ୍ଚା ହେଉଛି । ଯଦି…