Bomb Blast: ଡକାୟତି ଉଦ୍ୟମ ବିଫଳ ହେବାରୁ ବୋମାମାଡ଼, ୩ ଗୁରୁତର ମେଡିକାଲରେ ଭର୍ତ୍ତି
ନୟାଗଡ଼: ଡକାୟତି ଉଦ୍ୟମ ବିଫଳ ହେବାରୁ ବୋମାମାଡ଼। ଏହି ଘଟଣା ନୟାଗଡ଼ରେ ଚାଞ୍ଚଲ୍ୟ ଖେଳାଇଦେଇଛି। ଏହି ଘଟଣାରେ ୩ ଗ୍ରାମବାସୀ ଆହତ ହୋଇ ମେଡିକାଲରେ ଭର୍ତ୍ତି ହୋଇଛନ୍ତି। ସେପଟେ ଏହି ଘଟଣାରେ ଜଣଙ୍କୁ କାବୁ କରିଛନ୍ତି ଗ୍ରାମବାସୀ। ନୟାଗଡ଼ ଟାଉନ ଥାନା ସୋଲପଟା ଗାଁରେ ଏଭଳି ଘଟଣା ଘଟିଥିବା…