ହସ୍ପିଟାଲରେ ଭର୍ତ୍ତି ହେଲେ ଅଭିନେତା ଗୋବିନ୍ଦା
ମୁମ୍ବାଇ: ଅଭିନେତା ଗୋବିନ୍ଦାଙ୍କ ସ୍ୱାସ୍ଥ୍ୟାବସ୍ଥା ହଠାତ୍ ଖରାପ ହୋଇଯାଇଛି। ଫଳରେ ତାଙ୍କୁ ତୁରନ୍ତ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।
ସୂଚନା ଅନୁଯାୟୀ, ମଙ୍ଗଳବାର ରାତିରେ ଗୋବିନ୍ଦା ତାଙ୍କ ଘରେ ଅଚେତ ହୋଇଯାଇଥିଲେ। ଯାହା ପରେ ଜଣେ ଡାକ୍ତରଙ୍କ ସହ ଯୋଗାଯୋଗ କରାଯାଇଥିଲା ଏବଂ…