ମହିଳା ହିଂସା ରୋକିବା ନେଇ ସରକାର ଯତ୍ନବାନ ଅଛନ୍ତି: ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର: ରାଜ୍ୟରେ ଆଇନ ଶୃଙ୍ଖଳା ସ୍ଥିର ରହିଲେ, ରାଜ୍ୟ ଶାନ୍ତିପ୍ରିୟ ହେଲେ ରାଜ୍ୟବାସୀ ସୁଖରେ ଜୀବନଯାପନ କରିବେ । ସାମଗ୍ରିକ ଭାବେ ଆଇନ୍ ଶୃଙ୍ଖଳା ନିୟନ୍ତ୍ରଣରେ ଥିବାରୁ ରାଜ୍ୟରେ ପୁଞ୍ଜିନିବେଶ ବଢ଼ୁଥିବା ମୁଖ୍ୟମନ୍ତ୍ରୀ କହିଛନ୍ତି ।
ବ୍ୟକ୍ତିଗତ ଭାବେ ପୋଲିସ ପ୍ରଶାସନକୁ…