CHSE +2exam: +୨ ପରୀକ୍ଷା ପାଇଁ ତାରିଖ ଘୋଷଣା; ଫେବୃୟାରୀ୧୮ରୁ ଥିଓରି, ପ୍ରାକ୍ଟିକାଲ ଜାନୁଆରୀ…
ଭୁବନେଶ୍ବର: ଘୋଷଣା ହେଲା ଯୁକ୍ତ ଦୁଇ ପରୀକ୍ଷା ସୂଚୀ । ଆସନ୍ତା ଫେବୃୟାରୀ ୧୮ରୁ ଯୁକ୍ତ ୨ ପରୀକ୍ଷା ଆରମ୍ଭ। ମାର୍ଚ୍ଚ ୨୧ରେ ସରିବ ପରୀକ୍ଷା। ପରୀକ୍ଷା ତାରିଖ ଘୋଷଣା କଲେ CHSE ଅଧ୍ୟକ୍ଷ । ଚଳିତ ବର୍ଷ ରାଜ୍ୟବ୍ୟାପୀ ୩୦ଟି ଜିଲ୍ଲାରେ ୧୩୫୦ ପରୀକ୍ଷା କେନ୍ଦ୍ର ହୋଇଛି। ଏଥର ମୋଟ ୪ ଲକ୍ଷ ୭…