ଏସଆଇ ପରୀକ୍ଷା ଘୋଟାଲା ମାମଲା; ମୁଖ୍ୟ ଅଭିଯୁକ୍ତର ହେବ ଲାଏ ଡିଟେକ୍ସନ୍ ଟେଷ୍ଟ
ଭୁବନେଶ୍ବର: ପୋଲିସ ଏସଆଇ ପରୀକ୍ଷା କେଳେଙ୍କାରୀ ମାମଲାରେ ନୂଆ ତଥ୍ୟ ସାମ୍ନାକୁ ଆସୁଛି । ଘଟଣାର ମୁଖ୍ୟ ଅଭିଯୁକ୍ତ ଶଙ୍କର ପୃଷ୍ଟି ଏବଂ ସିଲିକନ୍ ଟେକ୍ ମାଲିକ ସୁରେଶ ନାୟକଙ୍କୁ ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରଶ୍ନ ପଚରାଯାଇଥିଲେ ମଧ୍ୟ ସେମାନେ କେହି ସନ୍ତୋଷଜନକ ଉତ୍ତର ଦେଉନାହାନ୍ତି । ଯାହାକୁ…