ଜୁଲାଇ ୧୨ରେ ନବୀନ ପଟ୍ଟନାୟକ ଫେରିବେ ଓଡ଼ିଶା
ଭୁବନେଶ୍ୱର: ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜୁ ଜନତା ଦଳର ସଭାପତି ଓ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଶନିବାର ଅର୍ଥାତ ଜୁଲାଇ ୧୨ ତାରିଖ ଦିନ ଭୁବନେଶ୍ୱରରେ ପହଞ୍ଚିବେ ବୋଲି ବିଜୁ ଜନତା ଦଳ ତରଫରୁ ସୂଚନା ଦିଆଯାଇଛି ।
ଶଙ୍ଖ ଭବନରେ ଆୟୋଜିତ ସାମ୍ୱାଦିକ ସମ୍ମିଳନୀରେ ଦଳର ବରିଷ୍ଠ…