କମ୍ପିଟିଟିଭ୍ ପରୀକ୍ଷା ପାଇଁ ପିଲାଙ୍କୁ କୋଚିଂ ସେଣ୍ଟରରେ ପଢ଼ାଇବେ ସାଂସଦ ଅପରାଜିତା ଷଡ଼ଙ୍ଗୀ
ଖୋର୍ଦ୍ଧା: ଏଣିକି ଅର୍ଥାଭାବରୁ କୌଣସି ମେଧାବୀ ପିଲା ଉଚ୍ଚଶିକ୍ଷା ଏବଂ ବିଭିନ୍ନ ପ୍ରକାରର ସରକାରୀ କି ବେସରକାରୀ ଚାକିରୀ ପାଇବାରୁ ବଞ୍ଚିତ ହେବେ ନାହିଁ । ରେଲଓ୍ୱେ, ବ୍ୟାଙ୍କିଂ ଭଳି କମ୍ପିଟିଟିଭ୍ ପରୀକ୍ଷା ଲାଗି ଅଧିକ ଟଙ୍କା ଖର୍ଚ୍ଚ କରି କେଉଁ ବେସରକାରୀ କୋଚିଂ ସେଣ୍ଟଟରକୁ ବି ଯିବାକୁ…