ଦିଗପହଣ୍ଡିରେ ଡାଇରିଆ ପୂର୍ଣ୍ଣ ନିୟନ୍ତ୍ରଣାଧୀନ: ଜନସ୍ଵାସ୍ଥ୍ୟ ନିର୍ଦ୍ଦେଶକ
ଭୁବନେଶ୍ବର: ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ବ୍ଲକର ଉସ୍ତପଲ୍ଲୀ ଗ୍ରାମରେ ଦେଖାଦେଇଥିବା ଡାଇରିଆ ରୋଗକୁ ସପୂର୍ଣ୍ଣ ନିୟନ୍ତ୍ରଣାଧୀନ କରାଯାଇଛି। ଚଳିତ ମାସ ୬ରେ ବିକ୍ଷିପ୍ତ ଭାବେ ଆରମ୍ଭ ହୋଇଥିବା ଏହି ରୋଗ ସ୍ଥିତିରେ ସୁଧାର ଆସିଛି।
ଜନସ୍ଵାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନୀଳକଣ୍ଠ ମିଶ୍ର…