ବରମୁଣ୍ଡା ବସଷ୍ଟାଣ୍ଡରେ ମା’-ଝିଅଙ୍କୁ ଦୁଷ୍କର୍ମ ଉଦ୍ୟମ, ଅଭିଯୁକ୍ତ ଗିରଫ
ଭୁବନେଶ୍ୱର: ରାଜଧାନୀରେ ଚାଞ୍ଚଲ୍ୟ । ବରମୁଣ୍ଡା ବସଷ୍ଟାଣ୍ଡରେ ମା’ ଓ ଝିଅଙ୍କୁ ଦୁଷ୍କର୍ମ ଉଦ୍ୟମ ହୋଇଥିବା ଅଭିଯୋଗ ହୋଇଛି । ବସ୍ଷ୍ଟାଣ୍ଡରେ ଶୋଇଥିବା ଅବସ୍ଥାରେ ମା’ଝିଅଙ୍କୁ ଦୁଷ୍କର୍ମ ଉଦ୍ୟମ କରିଛି ଗଞ୍ଜାମ ଜିଲ୍ଲା ବେଗୁନିଆପଡ଼ାର ପବିତ୍ର କହଁର(୩୯) । ଖବର ପାଇ ଭରତପୁର ଥାନା ପୋଲିସ…