ସୋଆ ସାହିତ୍ୟ ସମ୍ମାନ ୨୦୨୫ରେ ସମ୍ବର୍ଦ୍ଧିତ ହେବେ ଜାଭେଦ ଅଖତର
ଭୁବନେଶ୍ୱର: ଭାରତୀୟ ଚଳଚ୍ଚିତ୍ର ଓ ସାହିତ୍ୟ କ୍ଷେତ୍ରର ଉଜ୍ୱଳ ତାରକା, ପ୍ରଖ୍ୟାତ କବି, ସଂଳାପ ଲେଖକ, ଗୀତିକାର ଓ ପଦ୍ମ ଭୁଷଣ ଜାଭେଦ ଅଖତରଙ୍କୁ ତାଙ୍କର ଉଲ୍ଲେଖନୀୟ ଓ ଜୀବନବ୍ୟାପୀ ଅବଦାନ ନିମନ୍ତେ ସୋଆ ସାହିତ୍ୟ ସମ୍ମାନ ୨୦୨୫ରେ ସମ୍ବର୍ଦ୍ଧିତ କରାଯିବ।
ଶିକ୍ଷା ଓ ଅନୁସନ୍ଧାନ (ସୋଆ)…