ତେଲେଙ୍ଗାନା ବିସ୍ଫୋରଣ ଘଟଣା: କଟକର ପୂର୍ଣ୍ଣଚନ୍ଦ୍ର ସାହୁଙ୍କ ପରିବାରକୁ ୧୦ ଲକ୍ଷ ଟଙ୍କା ଆର୍ଥିକ ସହାୟତା
ଭୁବନେଶ୍ୱର: ସୋମବାର ତେଲଙ୍ଗାନାର ସଙ୍ଗାରେଡ୍ଡୀ ଜିଲ୍ଲାରେ ଥିବା ଏକ ରାସାୟନିକ କାରଖାନାରେ ଘଟିଥିବା ଭୟଙ୍କର ବିସ୍ଫୋରଣ ଘଟିଥିଲା । ଏଥିରେ ପ୍ରାୟ ୪୦ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ସେମାନଙ୍କ ମଧ୍ୟରେ ୮ ଜଣ ଓଡିଆ ମଧ୍ୟ ଥିଲେ। ଆଜି କଟକର ପୂର୍ଣ୍ଣଚନ୍ଦ୍ର ସାହୁଙ୍କ ପରିବାର ପାଇଁ…