Panchak and Bada osha at Dhabaleswara : ଧବଳେଶ୍ବର ପୀଠରେ ପଞ୍ଚକ ଓ ବଡ଼ଓଷା ପାଇଁ ପ୍ରସ୍ତୁତି; ୩ ସ୍ଥାନରେ…
କଟକ: ପୂଣ୍ୟର ମାସ କାର୍ତ୍ତିକ ମାସରେ ଧବଳେଶ୍ବର ପୀଠରେ ପଞ୍ଚକ ଓ ବଡ଼ଓଷା ପାଇଁ ପ୍ରସ୍ତୁତି ଆରମ୍ଭ । ଭିଡକୁ ନଜରରେ ରଖି ୧୫ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ ହେବେ ବୋଲି କଟକ ଗ୍ରାମାଞ୍ଚଳ ଏସ୍ପି ସୂଚନା ଦେଇଛନ୍ତି ।
ଏଥିସହ ୩ଟି ସ୍ଥାନରେ ହେବ ପାର୍କିଂ ବ୍ୟବସ୍ଥା ଓ ୧୪ଟି ସ୍ଥାନରେ…