Raja Chakra: ଗନ୍ଧମାର୍ଦ୍ଦନ ଲୋଡିଂ କେଳେଙ୍କାରୀ: ରାଜା ଚକ୍ରଙ୍କ ଜାମିନ ଆବେଦନ ଖାରଜ
କଟକ: ବହୁଚର୍ଚ୍ଚିତ ଗନ୍ଧମାର୍ଦ୍ଦନ ଲୋଡିଂ କେଳେଙ୍କାରୀ ମାମଲା । ମୁଖ୍ୟ ଅଭିଯୁକ୍ତ ରାଜା ଚକ୍ରଙ୍କୁ ହାଇକୋର୍ଟରୁ ଝଟ୍କା ଲାଗିଛି। ରାଜା ଚକ୍ରର ଜାମିନ ଆବେଦନ ଖାରଜ ହୋଇଛି। ଗନ୍ଧମାର୍ଦ୍ଦନ ଲୋଡିଂ ଏଜେନ୍ସି ଦୁର୍ନୀତି ମାମଲାରେ ମୁଖ୍ୟ ଅଭିଯୁକ୍ତ ରାଜା ଚକ୍ରର ଜାମିନ ଆବେଦନ ଖାରଜ କଲେ…