Latest Odisha News

BREAKING NEWS

ବଡ଼ଧରଣର ମାରଣାସ୍ତ୍ର ବିକ୍ରି ଯୋଜନା ପଣ୍ଡ: ୫ ଅଭିଯୁକ୍ତ ଗିରଫ

ଭୁବନେଶ୍ବର: ଏକ ବଡ଼ଧରଣର ମାରଣାସ୍ତ୍ର ବିକ୍ରି ଯୋଜନାକୁ ଭୁବନେଶ୍ବର କମିଶନରେଟ ପୋଲିସ ବିଫଳ କରିଛି। ଜଟଣୀର ଏକ ନିଦ୍ଦିଷ୍ଟ ସ୍ଥାନରେ ବନ୍ଧୁକ ବିକ୍ରି ବେଳେ ଏୟାର ଫିଲ୍ଡ ଥାନା ପକ୍ଷରୁ ଅତର୍କିତ ଭାବେ ଚଢ଼ଉ କରାଯାଇଥିଲା ଓ ଜଣେ ଓଡ଼ିଆଙ୍କ ସମେତ ୫ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି ଓ ୬ଟି…

ଯାଜପୁର ଝାଡ଼ାବାନ୍ତି; ୮ କଲେରା ପଜିଟିଭ୍ ଚିହ୍ନଟ

ଯାଜପୁର: ଜିଲ୍ଲାରେ ଝାଡ଼ାବାନ୍ତି ରୋଗ ଅଣାୟତ୍ତ ହେବା ସହ ଏହା ମଧ୍ୟରେ କଲେରା ଆକ୍ରାନ୍ତଙ୍କ ସଂଖ୍ୟା ଚିନ୍ତାଜନକ ଭାବେ ବଢ଼ିଛି। ୪୧ଟି ନମୁନା ପରୀକ୍ଷଣ ପରେ ୮ ଜଣଙ୍କ ରିପୋର୍ଟ କଲେରା ପଜିଟିଭ୍ ଚିହ୍ନଟ ହୋଇଛି। ଏହି ସୂଚନା ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନୀଳକଣ୍ଠ ମିଶ୍ର ଦେଇଛନ୍ତି ।…

ଦେଶରେ ପ୍ରଥମ: ଓଡିଶାରେ ଆରମ୍ଭ ହେଲା ଆନୁଷ୍ଠାନିକ ଶାଳ ବିହନ ବାଣିଜ୍ୟ ସହ ଜଙ୍ଗଲ ଅର୍ଥନୀତି ମଡେଲ

ଭୁବନେଶ୍ବର:ଓଡିଶାର ଆଦିବାସୀ ଅଧ୍ୟୁଷିତ ଅଞ୍ଚଳରେ ଏକ ସ୍ଥିର ଅର୍ଥନୈତିକ ପରିବର୍ତ୍ତନ ଆରମ୍ଭ ହୋଇଛି । ଦେଶରେ ପ୍ରଥମ ଥର ପାଇଁ ଏକ ଐତିହାସିକ ପଦକ୍ଷେପ ନେଇ ଓଡ଼ିଶା ସଫଳତାର ସହିତ ଅଣ-କାଠ ବନ ଉତ୍ପାଦ (NTFP)ର ବାଣିଜ୍ୟ ଏବଂ ପରିଚାଳନା କ୍ଷେତ୍ରରେ ମହିଳାମାନଙ୍କ ନେତୃତ୍ୱରେ ଜଙ୍ଗଲଭିତ୍ତିକ…

ସିଲଭର ଗାନ୍ଧୀଙ୍କର ୧୧ବର୍ଷର ପଦଯାତ୍ରା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଉତ୍ସର୍ଗ

ଭୁବନେଶ୍ବର:ସ୍ୱଚ୍ଛ ଭାରତ ମିଶନର ବ୍ରାଣ୍ଡ ଆମ୍ବାସଡ଼ର ସିଲଭର ଗାନ୍ଧୀ ଭାବରେ ପ୍ରସିଦ୍ଧ ମୋହନ ମହାପାତ୍ର, ନରେନ୍ଦ୍ର ମୋଦୀଙ୍କର ପ୍ରଧାନମନ୍ତ୍ରୀତ୍ୱ ସହିତ ତାଳ ଦେଇ ୨୦୧୪ ମସିହାରୁ ୨୦୨୫ ମସିହା ପର୍ଯ୍ୟନ୍ତ ଭାରତର ବିଭିନ୍ନ ସ୍ଥାନରେ କରିଥିବା ପଦଯାତ୍ରାର ନିକଟରେ ଏକାଦଶ ବର୍ଷର ପରିସମାପ୍ତି…

ସ୍ୱଦେଶ ପ୍ରତ୍ୟାବର୍ତନ କଲେ ଗମ୍ଭୀର

ନୂଆଦିଲ୍ଲୀ: ଭାରତୀୟ କ୍ରିକେଟ ଟିମର ମୂଖ୍ୟ କୋଚ ଗୌତମ ଗମ୍ଭୀର ଇଂଲଣ୍ଡ ଗସ୍ତରୁ ବ୍ୟକ୍ତିଗତ କାରଣ ଦର୍ଶାଇ ସ୍ୱଦେଶ ପ୍ରତ୍ୟାବର୍ତନ କରିଛନ୍ତି । ଟିମ ଇଣ୍ଡିଆ ଏବେ ଇଂଲଣ୍ଡ ଗସ୍ତରେ ରହିଛି । ଏଠାରେ ଉଭୟ ଟିମ ମଧ୍ୟରେ ୫ଟି ଟେଷ୍ଟ ମ୍ୟାଚ ଖେଳାଯିବ । ଜୁନ ୬ରେ ଟିମ ସହିତ ଗମ୍ଭୀର ଇଂଲଣ୍ଡ…

ମିଳିଲା ବ୍ଲାକ ବକ୍ସ;ଏଥିରେ ରେକର୍ଡ ହୋଇଛି ସବୁ ତଥ୍ୟ

ଗୁଜୁରାଟ: ଜୁନ୍ ୧୨ ତାରିଖରେ ଗୁଜରାଟର ଅହମ୍ମଦାବାଦରେ ଏୟାର ଇଣ୍ଡିଆର ବିମାନ AI171 ଦୁର୍ଘଟଣାଗ୍ରସ୍ତ ହୋଇଥିଲା ।  ଏହି ଅଘଟଣ ପରେ ସାରା ଦେଶ ସ୍ତବ୍ଧ । ଅହମ୍ମଦାବାଦରେ ଘଟିଥିବା ବିମାନ ଦୁର୍ଘଟଣାର ତଦନ୍ତ ଜାରି ରହିଛି। ଏହି ସମୟରେ ଅଧିକାରୀମାନେ ନିଶ୍ଚିତ କରିଛନ୍ତି ଯେ ବିମାନର…

ଓଡ଼ିଶା କ୍ୟାଡର ଆଇଏଏସ୍ ଅଧିକାରୀଙ୍କୁ ଆକାଂକ୍ଷୀ ଜିଲ୍ଲା ଦାୟିତ୍ୱ

ଭୁବନେଶ୍ୱର: କେନ୍ଦ୍ରୀୟ ଡେପୁଟେସନରେ ଥିବା ଦୁଇ ଓଡ଼ିଶା କ୍ୟାଡର ଆଇଏଏସ୍ ଅଧିକାରୀ ବୀର ବିକ୍ରମ ଯାଦବ ଏବଂ ଭିନୀଲ କ୍ରିଷ୍ଣାଙ୍କୁ ନୂତନ ଦାୟିତ୍ୱ ଦିଆଯାଇଛି। ସେମାନେ ଆକାଂକ୍ଷୀ ଜିଲ୍ଲା କାର୍ଯ୍ୟକ୍ରମ ଅଧୀନରେ ଢେଙ୍କାନାଳ ଏବଂ ବଲାଙ୍ଗୀର ଦାୟିତ୍ୱରେ ରହିବେ। କେନ୍ଦ୍ର ଦ୍ୱାରା…

ଅମ୍ବାନୀ ପରିବାରକୁ Z+ ସୁରକ୍ଷା; ଏଭଳି କହିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ: ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍ ଅଧ୍ୟକ୍ଷ ମୁକେଶ ଅମ୍ବାନୀ ଏବଂ ତାଙ୍କ ପରିବାରକୁ ପ୍ରଦାନ କରାଯାଉଥିବା ଜେଡ୍ ପ୍ଲସ୍ ସୁରକ୍ଷାକୁ ଚ୍ୟାଲେଞ୍ଜ କରି ଦାୟର କରାଯାଇଥିବା ପିଆଇଏଲ୍ କୁ  ସୁପ୍ରିମକୋର୍ଟ ଖାରଜ କରିଦେଇଛନ୍ତି। ବମ୍ବେ ହାଇକୋର୍ଟ କିଛି ଦିନ ତଳେ ଏକ ନିଷ୍ପତ୍ତି ଶୁଣାଇଥିଲେ…

ବ୍ରହ୍ମପୁର ମ୍ୟୁନିସିପାଲ୍ କର୍ପୋରେସନର ନୂଆ କମିଶନର ହେଲେ ପ୍ରଥମେଶ ଅରବିନ୍ଦ

ଭୁବନେଶ୍ୱର: ବ୍ରହ୍ମପୁର ମ୍ୟୁନିସିପାଲ୍ କର୍ପୋରେସନ୍ (BeMC)ର ନୂତନ କମିଶନର ଭାବରେ ପ୍ରଥମେଶ ଅରବିନ୍ଦ ରାଜେଶିର୍କଙ୍କୁ ନିଯୁକ୍ତ ଦିଆଯାଇଛି। ଏନେଇ ସାଧାରଣ ପ୍ରଶାସନ ଏବଂ ସାଧାରଣ ଅଭିଯୋଗ ବିଭାଗ ଦ୍ୱାରା ଶୁକ୍ରବାର ଦିନ ଏକ ବିଜ୍ଞପ୍ତି ଜାରି କରାଯାଇଛି। ସେ ୨୦୨୧ ବ୍ୟାଚ୍ ଆଇଏଏସ୍…

ନ୍ୟୁଜିଲାଣ୍ଡ ବିପକ୍ଷ ସିରିଜ ପାଇଁ ଭେନ୍ୟୁ ଶର୍ଟଲିଷ୍ଟ କଲା ବିସିସିଆଇ: ରିପୋର୍ଟ

ନୂଆଦିଲ୍ଲୀ: ନ୍ୟୁଜିଲାଣ୍ଡ ବିପକ୍ଷରେ ଭାରତୀୟ କ୍ରିକେଟ ଟିମ ଦିନିକିଆ ଓ ଟି୨୦ ସିରିଜ ଖେଳିବ । ୨୦୨୬ରେ ଉଭୟ ଟିମ ମଧ୍ୟରେ ୩ଟି ଦିନିକିଆ ଓ ୫ଟି ଟି୨୦ ମ୍ୟାଚ ଖେଳାଯିବ । ବିସିସିଆଇ ଏ ନେଇ ଭେନ୍ୟୁ ଶର୍ଟଲିଷ୍ଟ କରିଥିବା ରିପୋର୍ଟ ପ୍ରକାଶ ପାଇଛି । ମୁମ୍ବାଇର ୱାଙ୍ଖେଡ, ଅହମ୍ମଦାବାଦର…